ରାଜ୍ୟପାଳଙ୍କ ଲିଙ୍ଗରାଜ ମନ୍ଦିର ଦର୍ଶନ ବେଳେ କାହିଁକି ବିବାଦ ହେଲା?
ଭୁବନେଶ୍ୱର: ମଙ୍ଗଳବାର ରାଜ୍ୟପାଳ ରଘୁବର ଦାସଙ୍କ ଲିଙ୍ଗରାଜ ମନ୍ଦିର ଗସ୍ତକୁ ନେଇ ଦୁଇ ସେବାୟତ ଗୋଷ୍ଠୀ ବ୍ରାହ୍ମଣ ନିଯୋଗ ଓ ବଡୁ ନିଯୋଗ ମଧ୍ୟରେ ବିବାଦ ଦେଖାଦେଇଛି।
ବଡ଼ୁ ନିଯୋଗ ରାଜ୍ୟପାଳ ରଘୁବର ଦାସ ଓ ତାଙ୍କ ପରିବାରକୁ ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରେ ପରିଭ୍ରମଣ କରାଇବା ସହ…