RI office: ବେଆଇନ କାର୍ଯ୍ୟ କରିବାକୁ ମନା କଲେ RI…ଘୋଷାଡ଼ି ଘୋଷାଡ଼ି ପିଟିଲେ ଯୁବକ; ଥାନାରେ ଅଭିଯୋଗ
ଭଦ୍ରକ: ଅଫିସ୍ ଭିତରେ ପଶି RIଙ୍କୁ ଘୋଷାଡ଼ି ଘୋଷାଡ଼ି ପିଟିଲେ ଯୁବକ । ତାହା ପୁଣି ଦିନ ଦ୍ୱିପହରେ। ପୁଣି ଅଫିସ ଗୃହରୁ ଘୋଷାଡ଼ି ଘୋଷାଡ଼ି ବାହାରକୁ ନେଇ ମାଡ଼ ମାରିଛନ୍ତି । ଆରଆଇଙ୍କୁ ମାଡ ମାରୁଥିବାର ଭିଡିଓ ଭାଇରାଲ ହେଉଛି ।ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ଭଦ୍ରକ ଜିଲା ଚାନ୍ଦବାଲି…