ବିରୋଧର ନୂଆ ତରିକା: ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଗାଡ଼ିକୁ ଅଣ୍ଡା ଫିଙ୍ଗିଲେ ଅସନ୍ତୁଷ୍ଟ ଯୁବକ
ସୁବର୍ଣ୍ଣପୁର: ପୂର୍ବତନ ମନ୍ତ୍ରୀ ତଥା ସୋନପୁରର ବରିଷ୍ଠ ବିଜେଡି ବିଧାୟକ ନିରଞ୍ଜନ ପୂଜାରୀଙ୍କ ଗାଡ଼ି ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଥିବା ଖବର ସାମ୍ନାକୁ ଆସିଛି । ତରଭା ସ୍ଥିତ ନୂଆ ବସ୍ଷ୍ଟାଣ୍ଡ ନିକଟରେ କିଛି ଦୁର୍ବୃତ୍ତ ତାଙ୍କ ଗାଡ଼ି ଉପରକୁ ଅଣ୍ଡା ଫିଙ୍ଗିଥିବା ଅଭିଯୋଗ…