ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ସମାରୋହ ଉଦଘାଟିତ
ଭୁବନେଶ୍ବର: ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ସମାରୋହ ଉଦଘାଟିତ ହୋଇଯାଇଛି। ସମାରୋହକୁ ଉଦଘାଟନ କରିଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା। କାର୍ଯ୍ୟକ୍ରମରେ ମନ୍ତ୍ରୀ କହିଛନ୍ତି…