ଆନ୍ତର୍ଜାତୀୟ ପାରା ବ୍ୟାଡମିଂଟନ: ପ୍ରମୋଦ ଜିତିଲେ ୨ ସ୍ୱର୍ଣ୍ଣ
ଭୁବନେଶ୍ୱର: ପାରା ଅଲିମ୍ପିକ ଚାମ୍ପିୟନ ପ୍ରମୋଦ ଭଗତ ଥାଇଲାଣ୍ଡ ପାରା ବ୍ୟାଡମିଂଟନ ଆନ୍ତର୍ଜାତୀୟ ଟୁର୍ଣ୍ଣାମେଂଟରେ ୨ଟି ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ଓଡିଶାର ଷ୍ଟାର ଖେଳାଳି ପ୍ରମୋଦ ଉଭୟ ସିଙ୍ଗଲ୍ସ ଓ ଡବଲ୍ସ ବିଭାଗରେ ଏହି ସଫଳତା ହାସଲ କରିଛନ୍ତି । ପୁରୁଷ ସିଙ୍ଗଲ୍ସ ଏସଏଲ ୨ ବିଭାଗର…