ପୁରୀରେ ମହାପ୍ରଭୂଙ୍କୁ ଦର୍ଶନ କଲେ ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ : କହିଲେ ଓଡିଶାର ବିକାଶ ସର୍ବୋଚ୍ଚ ପ୍ରାଥମିକତା
ପୁରୀ: ପୁରୀରେ ମହାପ୍ରଭୂଙ୍କୁ ଦର୍ଶନ କଲେ ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ। ଆସନ୍ତାକାଲି ନୂଆ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ । ତେଣୁ ତା ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଆଶିଷ ଭିକ୍ଷା କରିଛନ୍ତି। ମହାପ୍ରଭୂଙ୍କୁ ଦର୍ଶନ କରିବା ପରେ ରାଜ୍ୟପାଳ ନିଜର ମନ୍ତବ୍ୟ ରଖିଛନ୍ତି । ସେ…