ଜଳନ୍ଧର ଲୋକସଭା ଉପନିର୍ବାଚନ, ଆପ୍ ଆଗୁଆ
ଜଳନ୍ଧର: ପଞ୍ଜାବର ଜଳନ୍ଧର ଲୋକସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନ ଭୋଟ୍ ଗଣତିରେ ଆମ୍ ଆଦମୀ ପାର୍ଟି ଆଗୁଆ ରହିଛି । ବର୍ତ୍ତମାନ ସୁଦ୍ଧା ଆପ୍ ପ୍ରାର୍ଥୀ ସୁଶୀଲ କୁମାର ରିଙ୍କୁ କଂଗ୍ରେସର କର୍ମଜିତ କୌରଙ୍କ ଠାରୁ ୫୭ ହଜାର ୬୮୭ ଭୋଟରେ ଆଗୁଆ ଅଛନ୍ତି ।
ନିର୍ବାଚନ କମିଶନଙ୍କ ୱେବସାଇଟ୍…