ବିପର୍ଯ୍ୟୟ ଓଡ଼ିଶା ପାଇଁ ବଡ଼ ଆହ୍ୱାନ , ପ୍ରତିଘରୁ ସୃଷ୍ଟି ହେବେ ବିପର୍ଯ୍ୟୟ ମୁକାବିଲା ଯୋଦ୍ଧା
ଭୁବନେଶ୍ବର : ଆଜି ଓଡ଼ିଶା ପାଳୁଛି ବିପର୍ଯ୍ୟୟ ପ୍ରସ୍ତୁତି ଦିବସ । ୧୯୯୯ ମସିହା ଏହି ଦିନରେ ଘଟିଯାଇଥିବା ମହାବାତ୍ୟାକୁ ମନେ ପକାଉଛି ସାରା ରାଜ୍ୟ । ଏହି ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ରବୀନ୍ଦ୍ର ମଣ୍ଡପରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଏଥିରେ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ,…