ସ୍ମାର୍ଟ ଫୋନ କିଣିବାକୁ ମନା କଲେ ବାପା: ଜୀବନ ହାରିଦେଲା ପୁଅ
ବାଲେଶ୍ୱର:ପାଗଳ କରିଛି ସ୍ମାର୍ଟଫୋନ ନିଶା । ସ୍ମାର୍ଟଫୋନରେ ୟୁଟ୍ୟୁବ ଖୋଲି ଭିଡିଓ ଗେମ ଖେଳିବାର ଏହି ନିଶା ପାଖରେ ବହୁମୂଲ୍ୟ ଜୀବନ ତୁଚ୍ଛ ହୋଇପଡିଛି । ସମ୍ପର୍କର ବନ୍ଧନ ବି ଶିଥିଳ ହୋଇପଡୁଛି । ତେଣୁ ବାପା-ମା’ ସ୍ମାର୍ଟଫୋନ ଜିଦ୍ଦି ପୂରଣ କରି ନ ପାରିବାରୁ ଜୀବନ ହାରିଦେଲେ…