ସୋନିଆ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ କମିଶନଙ୍କ ପାଖରେ ଫେରାଦ ହେଲା ବିଜେପି
ବେଙ୍ଗାଲୁରୁ: କଂଗ୍ରେସ ସାଂସଦ ତଥା ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କ ବିରୋଧରେ ନିର୍ବାଚନ କମିଶନଙ୍କ ପାଖରେ ଫେରାଦ ହେଲା ବିଜେପି। କର୍ଣ୍ଣାଟକା ବିଧାନସଭା ନିର୍ବାଚନ ପ୍ରଚାର ବେଳେ ସୋନିଆ ‘ସାର୍ବଭୌମତ୍ୱ’ ଶବ୍ଦର ବ୍ୟବହାର କରିଥିବାରୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ…