ମସଜିଦରୁ ଲାଉଡସ୍ପିକର ହଟାଇବା ଆବେଦନକୁ ଖାରଜ କଲେ ହାଇକୋର୍ଟ
ଅହମଦାବାଦ: ମସଜିଦରେ ଲାଉଡ ସ୍ପିକର ଉପରେ ପ୍ରତିବନ୍ଧକ ଲଗାଇବା ନେଇ ଗୁଜୁରାଟ ହାଇକୋର୍ଟ ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଏହି ଲାଉଡ ସ୍ପିକର ଉପରେ ପ୍ରତିବନ୍ଧକ ଲଗାଇବାକୁ କରାଯାଇଥିବା ଆବେଦନକୁ ଗୁଜରାଟ ହାଇକୋର୍ଟ ଖାରଜ କରିଛନ୍ତି। ମସଜିଦରୁ ଆଜାନ ପାଇଁ ଲାଉଡ ସ୍ପିକର ବ୍ୟବହାର ଉପରେ…