LPG Blackmarket:ଏଲପିଜି କଳାବଜାରୀ ରୋକିବା ପାଇଁ ୨୧୩୬ଟି ସ୍ଥାନରେ ଚଢାଉ,ଏଯାଏଁ ୪୬୯୧ ସିଲିଣ୍ଡର ଜବତ
ଭୁବନେଶ୍ୱର:ରାଜ୍ୟରେ ଏଲପିଜି ଗ୍ୟାସ ଯୋଗାଣ ସ୍ଥିତି ସ୍ୱାଭାବିକ ରହିଛି । ମାତ୍ର କୌଣସି କାରଣ ନଥାଇ କିଛି ଅସାଧୁ ବ୍ୟକ୍ତି ବେଆଇନ ଭାବରେ ଗ୍ଯାସ ସିଲିଣ୍ଡର ମହଜୁଦ ରଖିବା ଖବର ସରକାରଙ୍କ ଦୃଷ୍ଟିକୁ ଆସିଛି । ଏହାକୁ ଭିତ୍ତିକରି ଯୋଗାଣ ବିଭାଗ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ…