ଝାରପଡା ଜେଲ୍ ରେ ବିଚାରଧୀନ କଏଦୀର ମୃତ୍ୟୁ
ଭୁବନେଶ୍ୱର: ଆଜି (ମଙ୍ଗଳବାର) ଭୁବନେଶ୍ୱରର ଝାରପଡା ସ୍ପେଶାଲ ଜେଲରେ ଜଣେ ବିଚରାଧୀନ କଏଦୀଙ୍କର ହୃଦଘାତ ରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତ କଏଦୀଙ୍କ ନାମ ସୁକାନ୍ତ ଭୋଇ ବୋଲି ଜଣାପଡିଛି ।
ମିଳିଥିବା ଖବର ଅନୁସାରେ, ଯୌତୁକ ନିର୍ଜାତନା ଓ ହତ୍ୟାମାମଲାରେ ସୁକାନ୍ତ ଭୋଇ ଦୀର୍ଘଦିନ…