ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ଯ : ଶ୍ରୀମନ୍ଦିରର ନିଷେଧ କର୍ମ
ଦୟାନିଧି ତ୍ରିପାଠୀଙ୍କ ସ୍ଵତନ୍ତ୍ର ଉପସ୍ଥାପନା
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ।
ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ପରିସରରେ କିଛି କର୍ମକୁ ନିଷେଧ କରାଯାଇଛି। କେବଳ ଶ୍ରୀମନ୍ଦିର ନୁହେଁ ପୃଥବୀର ସମସ୍ତ ମନ୍ଦିର ଓ ଦେବ ପୀଠରେ ଏହା ନିଷେଧ ଅଟେ। ସାଧାରଣ ଭାବରେ…