ଆଧାର ସହିତ ଆପଣଙ୍କର ଇମେଲ୍ ଓ ମୋବାଇଲ୍ ନମ୍ବର ଯାଞ୍ଚ କରନ୍ତୁ, ଜାଣନ୍ତୁ କେମିତି
ନୂଆଦିଲ୍ଲୀ: ଉପଭୋକ୍ତାଙ୍କ ସୁବିଧାକୁ ନଜରରେ ରଖି ୟୁନିକ୍ ଆଇଡେଣ୍ଟିଫିକେସନ୍ ଅଥରିଟି ଅଫ୍ ଇଣ୍ଡିଆ (ୟୁଆଇଡିଏଆଇ) ଲୋକମାନଙ୍କୁ ସେମାନଙ୍କ ମୋବାଇଲ୍ ନମ୍ବର ଏବଂ ଆଧାର ସହିତ ସଂଯୁକ୍ତ ହୋଇଥିବା ଇମେଲ୍ ଆଇଡି ଯାଞ୍ଚ କରିବାକୁ ଅନୁମତି ଦେଇଛି।
ୟୁଆଇଡିଏଆଇର ନଜରକୁ ଏହା ଆସିଥିଲା ଯେ କେତେକ…