ଉତ୍ତରାକାଶୀ ସୁଡଙ୍ଗ ଭୁଶୁଡିବା ଘଟଣା: ଉଦ୍ଧାର କାର୍ଯ୍ୟରେ ମେସିନ ଫେଲ, ହାତରେ ଖୋଳି ରାସ୍ତା ବାହାର କରିବେ ‘ରାଟ…
ଉତ୍ତରକାଶୀ:ଉତ୍ତରକାଶୀର ସିଲକ୍ୟାରା ସୁଡଙ୍ଗରେ ଫସି ରହିଥିବା ୪୧ ଶ୍ରମିକଙ୍କୁ ଉଦ୍ଧାର କରବା ପାଇଁ ବିଭିନ୍ନ ପର୍ଯ୍ୟାୟରେ ପ୍ରାୟାସ ଜାରି ରହିଛି । ଉଦ୍ଧାର କାର୍ଯ୍ୟ ଯେତେ ଆଗଉଛି, ସେତେ ନୂଆ ନୂଆ ପ୍ରତିବନ୍ଧକ ସାମ୍ନାକୁ ଆସୁଛି । ଏବେ ସୁଡ଼ଙ୍ଗ ଉପରେ ଭର୍ଟିକାଲ ଡ୍ରିଲିଂ ଆରମ୍ଭ…