ପରଲୋକରେ ବିଶିଷ୍ଟ ସାମ୍ବାଦିକ ବାସୁଦେବ ମହାପାତ୍ର
ଭୁବନେଶ୍ୱର:ବିଶିଷ୍ଟ ସାମ୍ବାଦିକ ବାସୁଦେବ ମହାପାତ୍ରଙ୍କର ଆଜି ପରଲୋକ ହୋଇ ଯାଇଛି । ଖୋର୍ଦ୍ଧା ଜିଲ୍ଲା ବାଲୁଗାଁରେ ଜନ୍ମ ନେଇଥିବା ବାସୁଦେବ ତାଙ୍କର କ୍ୟାରିୟର ଖବରକାଗଜରୁ ଆରମ୍ଭ କରିଥିଲେ । ସେ ଧରିତ୍ରୀ ସମେତ ବହୁ ଓଡ଼ିଆ ଖବର କାଗଜରେ କାମ କରିଛନ୍ତି ।ସେ କିଛି ଦିନ ପାଇଁ ନକ୍ଷତ୍ର…