ରାଷ୍ଟ୍ର ନିର୍ମାଣରେ ଶିକ୍ଷାର ଭୂମିକା ଶୀର୍ଷରେ: ରାଜ୍ୟପାଳ
ଭୁବନେଶ୍ୱର : ରାଷ୍ଟ୍ର ନିର୍ମାଣରେ ଶିକ୍ଷାର ଗୁରୁତ୍ୱ ସବୁଠୁ ଉପରେ ବୋଲି ଓଡ଼ିଶା ରାଜ୍ୟପାଳ ରଘୁବର ଦାସ କହିଛନ୍ତି । ଶନିବାର କିସ୍ ବିଶ୍ୱବିଦ୍ୟାଳୟର ତୃତୀୟ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ ଶ୍ରୀ ଦାସ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଉଦ୍ବୋଧନ ଦେଇ କହିଲେ,…