ରାଜ୍ୟର ପ୍ରଥମ ସରକାରୀ ବିଶ୍ବବିଦ୍ୟାଳୟ ଭାବେ ରେଭେନ୍ସା ବିଶ୍ୱବିଦ୍ୟାଳୟକୁ A++ ମାନ୍ୟତା
କଟକ: ରାଜ୍ୟର ପ୍ରଥମ ସରକାରୀ ବିଶ୍ବବିଦ୍ୟାଳୟ ଭାବେ କଟକର ରେଭେନ୍ସା ବିଶ୍ୱବିଦ୍ୟାଳୟକୁ NAAC A++ ମାନ୍ୟତା ମିଳିଛି । ନାକ୍ ଟିମର ପରିଦର୍ଶନ ପରେ ପ୍ରଥମ ଥର ପାଇଁ ବିଶ୍ୱବିଦ୍ୟାଳୟକୁ ଏହି ମାନ୍ୟତା ମିଳିଛି ।
କିଛି ଦିନ ତଳେ ବିଶ୍ୱବିଦ୍ୟାଳୟ ପରିଦର୍ଶନ କରିଥିଲା ନାକ୍ ଟିମ୍ । ନାକ୍…