Latest Odisha News

BREAKING NEWS

କବିତା : ମହଜୁଦ କବିତାର ଶକ୍ତି

ଗଜାନନ ମିଶ୍ର ଦେଖ, ଦେଖ ମନ୍ଦକୁ ଅଲଗା କରୁଛି, ମହଜୁଦ ପୁଣି ସବୁଠି କବିତାର ଶକ୍ତି। ଯିଏ ଯାହାର ଯେମିତି କହିବାର ଅଛି କହିବେ, ଯିଏ ଯାହାର ଯେମିତି କରିବାର ଅଛି କରିବେ କବିତାକୁ ନିଜ ବାଟରେ ଯିବାର ଅଛି ଆଉ ଯେମିତି ହେଉ ଯିବ ହିଁ । ଭାବନି ଏଣୁତେଣୁ, ହେବାର ନାହିଁ…

ଦୁର୍ନୀତି ରାକ୍ଷସର ନିପାତ କରିବ କିଏ ? 

ପ୍ରହଲାଦ କୁମାର ସିଂହଙ୍କର ନିୟମିତ ସ୍ତମ୍ବ ‘ଗାନ୍ଧୀ କଥା’ କୋଟି କୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ଠୁଳ, ଲାଞ୍ଚ ନେବା ବେଳେ ଧରାପଡିବା, ଦୁର୍ନୀତିଗ୍ରସ୍ତ ନେତା ଓ ସରକାରୀ କର୍ମଚାରୀଙ୍କୁ ଗିରଫ କରି ଜେଲ୍‍ ପଠାଯିବା ସହ କେତେକଙ୍କୁ ସରକାରୀ ଚାକିରିରୁ ବିଦା କରାଯିବା ଭଳି ଖବର…

ପଲ୍ଲୀବାଣୀ ମିଶନ ପକ୍ଷରୁ ଓଡ଼ିଶା ସାମ୍ବାଦିକତା ପୁରସ୍କାର

ନୂଆଦିଲ୍ଲୀ : ପଲ୍ଲୀବାଣୀ ମିଶନ ପକ୍ଷରୁ ଓଡ଼ିଆ ସାମ୍ବାଦିକତା ପୁରସ୍କାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନୂଆଦିଲ୍ଲୀ କନଷ୍ଟିଚ୍ୟୁସନାଲ କ୍ଲବରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ, କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ…

ଆଇଏସଏଲ: ବେଙ୍ଗାଲୁରୁକୁ ହରାଇ ସମ୍ପୂର୍ଣ୍ଣ ଷ୍ଟାଇଲରେ ଅଭିଯାନ ଆରମ୍ଭ କଲା ଓଡିଶା ଏଫସି

ଭୁବନେଶ୍ୱର: ତିଳକ ମୈଦାନ ଷ୍ଟାଡିୟମରେ ଚାଲିଥିବା ଇଣ୍ଡିଆନ ସୁପର ଲିଗ ଫୁଟବଲରେ ବୁଧବାର ଭୁବନେଶ୍ୱରର ଓଡିଶା ଏଫସି ସମ୍ପୂର୍ଣ୍ଣ ଷ୍ଟାଇଲରେ ଅଭିଯାନ ଆରମ୍ଭ କରିଛି । ଜାଭି ହର୍ଣ୍ଣାଣ୍ଡିଜଙ୍କ ଡବଲ ଗୋଲ ବଳରେ ଓଡିଶା ୩-୧ ଗୋଲରେ ବେଙ୍ଗାଲୁରୁ ଏଫସିକୁ ପରାସ୍ତ କରିଛି । ମ୍ୟାଚର ତୃତୀୟ ଏବଂ…

ସୋଆ ଓ ଆଫ୍ରିକାର ମାକେରେରେ ବିଶ୍ବବିଦ୍ୟାଳୟ ମଧ୍ୟରେ ଏମଓୟୁ

ଭୁବନେଶ୍ବର : ସୋଆ ଓ ଆଫ୍ରିକାର ମାକେରେରେ ବିଶ୍ବବିଦ୍ୟାଳୟ ମଧ୍ୟରେ ସ୍ବାକ୍ଷରିତ ହୋଇଛି ବୁଝାମଣା ପତ୍ର । ବିଭିନ୍ନ ଗବେଷଣା ଭିତ୍ତିକ ପ୍ରକଳ୍ପକୁ ନେଇ ସହଭାଗିତା ଭିତ୍ତିରେ ଜ୍ଞାନର ଆଦାନ ପ୍ରଦାନ ପାଇଁ ଦୁଇ ବିଶ୍ବବିଦ୍ୟାଳୟ ମଧ୍ୟରେ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି । ଦୁଇ…

ଏଫଆଇଆରକୁ ଚ୍ୟାଲେଞ୍ଜ କରି କଙ୍ଗନା ଶେୟାର କଲେ ବୋଲ୍ଡ ଫଟୋ

ମୁମ୍ବାଇ: ବଲିଉଡ କୁଇନ ଭାବେ ପରିଚିତ କଙ୍ଗନା ରାନାୱତଙ୍କ ନାମରେ ଏଫଆଇଆର ଉପରେ ଏଫଆଇଆର ରୁଜୁ ହେବାରେ ଲାଗିଛି । ତେବେ ଏହାକୁ ବେଖାତିର କରି କଙ୍ଗନା ଆଜି ଶେୟାର କରିଛନ୍ତି ବୋଲ୍ଡ ଫୁଟ । ତଳେ ଲେଖିଛନ୍ତି ଏକ ଔର ଦିନ ଏକ ଔର ଏଫଆଇଆର । ଅଗର ୱ ମୁଝେ ଗିରଫ କରନେ ଆତେ ହେ, ତୋ ମେରା ମୁଡ ଘର…

୮୧ ଜଣ ଡାକ୍ତରଙ୍କ ନିଯୁକ୍ତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର : ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମିର ବିକାଶ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ । ସରକାର ରାଜ୍ୟର ବିଭିନ୍ନ ସ୍ଥାନରେ ଖାଲି ଥିବା ଓଡ଼ିଶା ମେଡିକାଲ ଓ ସ୍ବାସ୍ଥ୍ୟସେବା (ଓଏମ୍‌ଏଚ୍‌ଏସ) ଗ୍ରୁପ-ଏ (ଜୁନିଅର ବ୍ରାଞ୍ଚ)ରେ ଡାକ୍ତର ପଦବୀ ପୂରଣ କରିବାକୁ ଯାଉଛନ୍ତି । ଓଡ଼ିଶା ରାଜ୍ୟ…

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଜନଶୁଣାଣି ପୋର୍ଟାଲ ଏବଂ ଓଡ଼ିଆ ଭର୍ଚୁଆଲ ଏକାଡେମୀର ନୂତନ ୱେବ୍ ପୋର୍ଟାଲ ଲୋକାର୍ପିତ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଦୁଇଟି ଗୁରୁତ୍ବପୂର୍ଣ୍ଣ ୱେବ୍‌ ପୋର୍ଟାଲ ଲୋକାର୍ପିତ କରିଛନ୍ତି । ଗୋଟିଏ ହେଉଛି ଇଲେକ୍ଟ୍ରୋନିକ୍‌ସ ଓ ଆଇ.ଟି ବିଭାଗର ଜନଶୁଣାଣୀ ପୋର୍ଟାଲ ଏବଂ ଦ୍ୱିତୀୟଟି ହେଉଛି ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ…

କେରଳରେ ନୋରାଭାଇରସ୍ ଆତଙ୍କ

କେରଳ : କେରଳର ପରିସ୍ଥିତି ଏବେ ବି ସ୍ଥିର ଅବସ୍ଥାକୁ ଫେରିନାହିଁ । ସେପଟେ କେରଳରେ ନୋରାଭାଇରସ୍  ଆତଙ୍କ ଯୋଗୁଁ ଉତ୍ତେଜନା ଦେଖାଦେଇଛି ।  କେରଳରେ ୧୩ ଟି ନୋରୋଭାଇରସ୍ ରୋଗ ଚିହ୍ନଟ ହୋଇଛି । କେରଳରେ ନୋରୋଭାଇରସ୍ ରୋଗର ବୃଦ୍ଧିକୁ ଦୃଷ୍ଟିରେ ରଖି ସୀମାନ୍ତ ଜିଲ୍ଲା କୋଡାଗୁ ଏବଂ କର୍ଣ୍ଣାଟକର…

ମହାକାଶର ଭୟଙ୍କର ଜୀବାଣୁ ପୃଥିବୀ ଉପରେ କରିପାରନ୍ତି ଆକ୍ରମଣ !

ମେଲବୋର୍ଣ୍ଣ: ମହାକାଶର ରହସ୍ୟ ବୁଝିବା କଷ୍ଟକର ବ୍ୟାପାର । ଏବେ ମାନବଜାତି ମହାକାଶ ଉପରେ ଗବେଷଣା କରିବା ସହ ଯାତ୍ରା ମଧ୍ୟ କରୁଛି । ତେବେ ଯେତିକି ଲାଭବାନ କରୁଛି ପରୋକ୍ଷରେ ଆଉ ଏକ ବିପଦକୁ ଡାକିଆଣୁଛି । ଆଡିଲେଡ ମହାକାଶ ଗବେଷଣାକାରୀମାନେ ଭୟଙ୍କର ରିପୋର୍ଟ ପ୍ରଦାନ କରିଛନ୍ତି । ସେମାନଙ୍କ…