କେସିଆର ଗ୍ୟାଙ୍ଗଷ୍ଟର ଅତିକ ଅହମ୍ମଦଠୁ ଅଧିକ ବିପଜ୍ଜନକ: ସଞ୍ଜୟ କୁମାର
ହାଇଦ୍ରାବାଦ: ତେଲେଙ୍ଗାନାର ଶାସକ ଦଳ ଟିଆରଏସ ଓ ବିଜେପି ମଧ୍ୟରେ ବାକ୍ ଯୁଦ୍ଧ ଚାଲିଥିବା ବେଳେ ରାଜ୍ୟ ବିଜେପି ସଭାପତି ସଞ୍ଜୟ କୁମାରଙ୍କ ବିବାଦୀୟ ବୟାନ ସାମ୍ନାକୁ ଆସିଛି। ସେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆରଙ୍କୁ ନିକଟରେ ହତ୍ୟାର ଶିକାର ହୋଇଥିବା ଗ୍ୟାଙ୍ଗଷ୍ଟର ଅତିକ ଅହମ୍ମଦ ସହ…