Latest Odisha News

BREAKING NEWS

ନାବାଳକର ଦୁଃସାହାସ! ବିମାନ ଚକରେ ବସି କାବୁଲରୁ ଆସିଲା ଭାରତ

ନୂଆଦିଲ୍ଲୀ: ସାଧାରଣତଃ ଆପଣମାନେ ଅନେକ ଥର ବିମାନରେ ଯାତ୍ରା କରିଥିବେ। କିନ୍ତୁ ଆପଣ କେବେ ବିମାନର ଚକରେ କୌଣସି ବ୍ୟକ୍ତିଙ୍କୁ ବସି ଯାତ୍ରା କରୁଥିବା ଦେଖିଛନ୍ତି କି ? ଯଦିଓ ଜଣେ ବ୍ୟକ୍ତି ଏପରି କରିବାକୁ ଚାହିଁବ ତେବେ ସେ ଖୋଲା ଆକାଶରେ ପଡିଯିବାର ଭୟ ରହିବ। ୩୦ ହଜାର ଫୁଟ ଉଚ୍ଚରେ ୧…

ପ୍ରଶ୍ନପତ୍ର ଲିକ୍ ରୋକିବାକୁ ସରକାର ନେଲେ ବଡ ପଦକ୍ଷେପ

ଭୁବନେଶ୍ୱର: ନିଯୁକ୍ତି ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ଘଟଣା ଅନେକ ସମୟରେ ଚର୍ଚ୍ଚାରେ ରହୁଛି । ପ୍ରଶ୍ନପତ୍ର ଲିକ୍ କାରଣରୁ ଛାତ୍ରଛାତ୍ରୀ ନିରାଶ ହେଉଛନ୍ତି । ନିଯୁକ୍ତି ପରୀକ୍ଷା ବିଭ୍ରାଟ ରୋକିବାକୁ ସରକାର ଏବେ ଏହାର ସମାଧାନର ବାଟ ବାହାର କରିଛନ୍ତି । ପରୀକ୍ଷା ପରିଚାଳନା କରୁଥିବା…

୮୫ କୋଟି ଟଙ୍କାରେ ରାଇରଙ୍ଗପୁରରେ ହେବ ନୂଆ ଆୟୁର୍ବେଦିକ କଲେଜ

ଭୁବନେଶ୍ୱର: ଆୟୁର୍ବେଦ ହେଉଛି, ସାରା ବିଶ୍ବକୁ ଭାରତର ଏକ ଅମୂଲ୍ୟ ଅବଦାନ। ଆମ ଉଦ୍ଦେଶ୍ୟ ହେଉଛି ଆୟୁର୍ବେଦକୁ କେବଳ ଏକ ଚିକିତ୍ସା ପ୍ରଣାଳୀ ନୁହେଁ ବରଂ ସମଗ୍ର ମାନବ ଜାତିର କଲ୍ୟାଣ ପାଇଁ ଆମର ଜ୍ଞାନ ଓ ଦାର୍ଶନିକ ଦୃଷ୍ଟିକୋଣକୁ ଉପସ୍ଥାପିତ କରିବା। ରାଜ୍ୟସ୍ତରୀୟ ଜାତୀୟ ଆୟୁର୍ବେଦ ଦିବସ…

Odia Signboard: ଓଡ଼ିଆରେ ନାମ ଫଳକ ନ ଲେଖିଲେ ହେବ ମୋକଦ୍ଦମା, ହୋଇଯାଆନ୍ତୁ ସାବଧାନ!

ଭୁବନେଶ୍ୱର: ଓଡ଼ିଆରେ ନାମଫଳକ ନ ଲେଖିଥିଲେ ସାବଧାନ୍ । ଆପଣଙ୍କ ନାଁରେ ରୁଜୁ ହୋଇପାରେ ମାମଲା । ଓଡ଼ିଆରେ ନାମ ଫଳକ ନଲେଖିଲେ ହେବ ମୋକଦ୍ଦମା। ଖିଲାପକାରୀ ୧୦୦ ବ୍ୟବସାୟ ପ୍ରତିଷ୍ଠାନ ମାଲିକଙ୍କ ନାଁରେ ହେବ ମୋକଦ୍ଦମା। ୧୬୦୬ ପ୍ରତିଷ୍ଠାନକୁ ଓଡ଼ିଆରେ ନାମଫଳକ ଲେଖା ନ ଥିବାରୁ ନୋଟିସ୍…

କଟକ-ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପକୁ ନେଇ ବଡ ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ୱର: କଟକ-ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ସମ୍ପର୍କରେ ବଡ ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ସେ କହିଛନ୍ତି ଯେ, କଟକ-ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ରଦ୍ଦ ହୋଇନାହିଁ । ଆଜି ବିଧାନସଭାରେ ଏହି ଉତ୍ତର ରଖିଛନ୍ତି ମନ୍ତ୍ରୀ । ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ…

ମାଆ ହେବେ କ୍ୟାଟ୍ରିନା, ଖୁସିରେ ଭିକ୍କିଙ୍କ ପାଦ ତଳେ ଲାଗୁନି

ମୁମ୍ବାଇ: ବଲିଉଡର ଲୋକପ୍ରିୟ ଅଭିନେତ୍ରୀ କ୍ୟାଟ୍ରିନା କୈଫ ମାଆ ହେବାକୁ ଯାଉଛନ୍ତି । ଭିକ୍କି କୌଶଲ ଏବଂ କ୍ୟାଟ୍ରିନା ୨୦୨୧ରେ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ । ଏବେ ଉଭୟ ପିତା ମାତା ହେବାକୁ ଯାଉଥିବାରୁ ସେମାନଙ୍କ ପାଦ ଆଉ ତଳେ ଲାଗୁନି । ଉଭୟ ଖୁସୀରେ ଆତ୍ମହରା । କ୍ୟାଟ୍ରିନା-ଭିକ୍କି…

ବିଜେଡିର ପ୍ରତିବାଦ; ବିକ୍ଷୋଭକାରୀଙ୍କ ଉପରକୁ ପୋଲିସର ପାଣି ମାଡ଼

ଭୁବନେଶ୍ବର: ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନ ପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ ଅଭିଯୋଗରେ ବିଧାନସଭା ଘେରାଉ କରିଛି ବିଜେଡି । ଏ ନେଇ ବିଧାନସଭା ସମ୍ମୁଖରେ ଜୋରଦାର୍‌ ବିକ୍ଷୋଭ ପ୍ରଦର୍ଶନ ହୋଇଛି। ଏହି ସମୟରେ ବିଜେଡି କର୍ମୀ ୨ଟି ବ୍ୟାରିକେଡ ଭାଙ୍ଗିଥିବବା ଦେଖିବାକୁ ମିଳିଛି।…

ବିଦେଶରେ ଟି୨୦ ଲିଗ ଖେଳିବେ ରବିଚନ୍ଦ୍ରନ ଅଶ୍ୱୀନ

ନୂଆଦିଲ୍ଲୀ: ଭାରତର ପୂର୍ବତନ ଅଫ ସ୍ପିନର ରବିଚନ୍ଦ୍ରନ ଅଶ୍ୱୀନ ଭାରତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି । ଏବେ ଅଶ୍ୱୀନ ବିଦେଶରେ ଟି୨୦ ଲିଗ ଖେଳିବା ଏକପ୍ରକାର ନିଶ୍ଚିତ ହୋଇଛି । ଅଶ୍ୱୀନ ଅଷ୍ଟ୍ରେଲିଆର ବିଗ ବ୍ୟାଶ ଲିଗ(ବିବିଏଲ) ଓ ୟୁଏଇରେ ଟି୨୦ ଲିଗ ଖେଳିବେ । ଆଇପିଏଲରୁ ଅବସର ନେବା…

ୱେଷ୍ଟଇଣ୍ଡିଜ ବିପକ୍ଷ ଟେଷ୍ଟ ସିରିଜରେ ଖେଳିବେନି ପନ୍ତ

ନୂଆଦିଲ୍ଲୀ: ଭାରତର ୱିକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ୱେଷ୍ଟଇଣ୍ଡିଜ ବିପକ୍ଷ ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବେ ନାହିଁ । ଆଘାତ ସମସ୍ୟାରୁ ସମ୍ପୂର୍ଣ୍ଣ ଭାବେ ମୁକୁଳି ପାରି ନ ଥିବାରୁ ସେ ଏହି ସିରିଜରୁ ଓହରି ଯାଇଛନ୍ତି । ଅକ୍ଟୋବର ୨ରୁ ଅହମ୍ମଦାବାଦରେ ପ୍ରଥମ ଟେଷ୍ଟ ଆରମ୍ଭ ହେବ…

Odisha Assembly: ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ, ଅପରାହ୍ଣ ୪ଟା ଯାଏଁ ଗୃହକୁ ମୁଲତବି

ଭୁବନେଶ୍ୱର: ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ। ବାଚସ୍ପତିଙ୍କ ପୋଡ଼ିୟମ ତଳେ ବିଜେଡି ସଦସ୍ୟଙ୍କ ହୋହଲ୍ଲା, ନାରାବାଜି। ପଞ୍ଚାୟତ ପ୍ରତିନିଧିଙ୍କ କ୍ଷମତା ସଙ୍କୁଚିତ ଅଭିଯୋଗରେ ପ୍ରତିବାଦ। ବିଜେଡି ଗୃହ ଚଳାଇ ଦେଉ ନଥିବା ଅଭିଯୋଗରେ କଂଗ୍ରେସର ପ୍ରତିବାଦ। ବାଚସ୍ପତିଙ୍କ…