Latest Odisha News

BREAKING NEWS

କେରଳ କୋଚିରେ ଚାଲିବ ଦେଶର ପ୍ରଥମ ୱାଟର ମେଟ୍ରୋ; ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : କେରଳ କୋଚିରେ ଚାଲିବ ଦେଶର ପ୍ରଥମ ୱାଟର ମେଟ୍ରୋ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାର ଲୋକାର୍ପଣ କରିବେ। ମେଟ୍ରୋ ଟ୍ରେନ୍ ଭଳି ଯାତ୍ରୀ ଏହି ବୋଟ୍‌ ରେ ବସି ବାହାର ପ୍ରାକୃତିକ ଦୃଶ୍ୟର ମଜା ମଧ୍ୟ ନେଇ ପାରିବେ। ପାଣି ଉପରେ ମେଟ୍ରୋ ପରିଚାଳନାର କଳ୍ପନା କରିଥିଲେ କେନ୍ଦ୍ର…

କବିତା : ଈଶ୍ୱର, ଦୟାର ସାଗର

ଶୁଭସ୍ମିତା ମହାନ୍ତି ଯାହାର ଇଙ୍ଗିତେ ଚାଲିଛି ସଂସାର ଅଟନ୍ତି ପରମେଶ୍ବର, କୀଟଠାରୁ ପ୍ରାଣୀ ସବୁ ତାଙ୍କ ସୃଷ୍ଟି ସିଏ ଦୟାର ସାଗର। ଯାହାର ଆଜ୍ଞାରେ ଆତଯାତ ହୋନ୍ତି ସୂର୍ଯ୍ୟ, ଚନ୍ଦ୍ର, ତାରା ଗଣ, ତାଙ୍କ ଆଶିଷ ରେ ଏ ଘଟ ଭିତରେ ଚାଲୁଥାଏ ପରା ପ୍ରାଣ। ସୃଷ୍ଟିକୁ ଈଶ୍ୱର…

ଭାଷା ଭାଗବତ : ଭାଷାକୁ ଅନାଦର

ପ୍ରଫୁଲ୍ଲ ତ୍ରିପାଠୀଙ୍କ ନିୟମିତ ବିଭାଗ ‘ଭାଷା ଭାଗବତ’ ଦୀପାବଳି ହେଲା ଦୀୱାଲି ଜାଣିନାହିଁ କେବେ କିଭଳି ଅଜଣା ଶବ୍ଦଟେ ଆସିଲା ଆମର ଭାଷାରେ ପଶିଲା ଆପଣା ଶବ୍ଦକୁ ଛାଡ଼ିଲେ ଅଭିନବ ଶବ୍ଦ ଯୋଡ଼ିଲେ ନିଜର ଭାଷାକୁ ଆଦର ହୋଇଗଲା ମନୁ ପାସୋର ଏତେଟେ ପ୍ରଭାବ ଗ୍ରହଣ କରିଲେ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ସୁପକାର ସେବାରେ ନିୟୋଜିତ ସେବକମାନଙ୍କ ବିଷୟରେ ଆଲୋଚନା ଜାରି ରହିଥିବା ସମୟରେ ମନକୁ ଏକ ପ୍ରଶ୍ନ ଆସେ ଏହି ରୋଷ କାର୍ଯ୍ୟରେ କିଛି ସହଯୋଗକାରି ସେବକ ମଧ୍ୟ ନିଶ୍ଚିତ…

ଚାଷୀଙ୍କ ଆୟ ଦ୍ୱିଗୁଣିତ ହେବା ପ୍ରତିଶ୍ରୁତି ପାଣିର ଗାର, ବଢିବା ପରିବର୍ତ୍ତେ ଆୟ କମିଛି: କଂଗ୍ରେସ

ଭୁବନେଶ୍ୱର: ରାଜ୍ୟ ସରକାର ଓଡ଼ିଶାର କୃଷକଙ୍କର ଆୟ ଦ୍ୱିଗୁଣିତ କରିବା ପାଇଁ ବହୁ ସମୟରେ ପ୍ରତିଶ୍ରୁତି ଦେଇଛନ୍ତି । ଏପରିକି ୨୦୧୨-୧୩ ମସିହାରେ ଖୋଦ୍ ମୁଖ୍ୟମନ୍ତ୍ରୀ ଦୃଢ଼କ୍ତି ପ୍ରକାଶ କରି କହିଥିଲେ, ସାରା ଭାରତ ବର୍ଷରେ ଓଡ଼ିଶା ଏକମାତ୍ର ରାଜ୍ୟ, ଯେଉଁଠି ରାଜ୍ୟ କୃଷକ ମାନଙ୍କର ଆୟକୁ ସରକାର…

ମିଶନ ୨୦୨୪: ପିସିସି ଗଢ଼ିଲା ନୂଆ ଟିମ୍, ମୋକିମ ପରିଚାଳନା କମିଟି ସଦସ୍ୟ

ଭୁବନେଶ୍ୱର: ମିଶନ ୨୦୨୪ ପାଇଁ ପ୍ରଦେଶ କଂଗ୍ରେସ ତିଆରି କଲା ନୂଆ ଟିମ୍ । ଗତବର୍ଷ ମେ ମାସରେ ଶରତ ପଟ୍ଟନାୟକ ପିସିସି ସଭାପତି ଭାବେ ନିଯୁକ୍ତ ହୋଇଥିଲେ। ଏହାପରେ ନୂଆ ଟିମ୍ ଗଢାଯିବ ବୋଲି କୁହାଯାଇଥିଲା। କିନ୍ତୁ ଏବେ ବିଳମ୍ବରେ ହେଉ ପଛେ ଏକ ବଡ଼ ଟିମ୍ ତିଆରି କରିଛନ୍ତି। ଯେଉଁଥିରେ…

‘୨୦୨୨ରେ ବ୍ୟବହୃତ ମୋବାଇଲ ଫୋନ ଶତ ପ୍ରତିଶତ ଭାରତରେ ତିଆରି’

ଭୁବନେଶ୍ୱର: କେନ୍ଦ୍ର ଦକ୍ଷତା ବିକାଶ ଓ ଉଦ୍ୟମିତା ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ରାଷ୍ଟ୍ରମନ୍ତ୍ରୀ ରାଜୀବ ଚନ୍ଦ୍ର ଶେଖର ସୋମବାର କାର୍ଯ୍ୟର ଭବିଷ୍ୟତ ଉପରେ ଆୟୋଜିତ ପ୍ରଦର୍ଶନୀର ଦ୍ୱିତୀୟ ଦିନର ବୈଠକକୁ ଉଦଘାଟନ କରିଛନ୍ତି । ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ…

ଗୁଡ୍ଡୁ ମୁସଲିମର ଓଡ଼ିଶା ଲିଙ୍କ ଓ ସମ୍ବଲପୁର ହିଂସା ପରେ ଏନଆଇଏ ତଦନ୍ତ ଦାବି କଲେ ବରଗଡ ସାଂସଦ

ଝାରସୁଗୁଡା: ସମ୍ବଲପୁର ହିଂସା, ପୁରୀ ଓ ବରଗଡ଼ରେ ଗୁଡ୍ଡୁ ମୁସଲିମର ଲିଙ୍କ୍ ଭଳି ଘଟଣା ପରେ ବିଜେପି ଓଡ଼ିଶାରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା ପ୍ରକାଶ କରିଛି। ବରଗଡ ସାଂସଦ ରାଜ୍ୟରେ ଉପସ୍ଥିତ ଥିବା ଦେଶ ବିରୋଧୀ ତତ୍ୱଙ୍କ ବିରୋଧରେ ଅଭିଯୋଗ ଆଣିବା ସହ ଗୁଡ୍ଡୁ ମୁସଲିମ ଓ ରାଜା ଖାନଙ୍କ…

କେନ୍ଦ୍ରୀୟ ଫରେନସିକ ଲ୍ୟାବକୁ ଗଲା ଅର୍ଚ୍ଚନା ନାଗ ଓ ଜଗବନ୍ଧୁ ଚାନ୍ଦଙ୍କ ମୋବାଇଲ

ଭୁବନେଶ୍ୱର: ବ୍ଲାକମେଲିଂ ଓ ହନିଟ୍ରାପ ମାମଲାର ଅଭିଯୁକ୍ତ ଅର୍ଚ୍ଚନା ନାଗ ଓ ତାଙ୍କ ସ୍ୱାମୀ ଜଗବନ୍ଧୁଙ୍କ ମୋବାଇଲରୁ ତଥ୍ୟ ସଂଗ୍ରହ ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡି କେନ୍ଦ୍ରୀୟ ଫରେନ୍ସିକ ସାଇନ୍ସ ଲାବୋରେଟୋରିର ସହାୟତା ନେଇଛି। ଖଣ୍ଡଗିରି ପୁଲିସ ପ୍ରଥମେ ଅର୍ଚ୍ଚନା ନାଗଙ୍କ ଘରୁ…