ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ଯ : ଚୈତ୍ର ମାସର ପର୍ବପର୍ବାଣୀ (୨)
ଦୟାନିଧି ତ୍ରିପାଠୀଙ୍କ ସ୍ଵତନ୍ତ୍ର ଉପସ୍ଥାପନା
ଜୟ ଜଗନ୍ନାଥ ଓଁ ନମୋ ଭଗବତେ ବାସୁଦେବାୟ।
ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରରେ ବାର ମାସରେ ହେଉଥିବା ପର୍ବପର୍ବାଣୀ ବିଷୟରେ ଆଲୋଚନା ସରିବା ପରେ ଆଜି ଆମେ ଆଲୋଚନା କରିବା ଚୈତ୍ର ଶୁକ୍ଳ ନବମୀଠାରୁ ବୈଶାଖ କୃଷ୍ଣ ଦ୍ଵିତୀୟା ଦିନ…