ବିଧାନସଭା ଶୀତକାଳୀନ ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ଭୁବନେଶ୍ୱର: ଶୀତକାଳୀନ ଅଧିବେଶନ ନଭେମ୍ବର ୨୧ରେ ଆରମ୍ଭ ହୋଇ ଡିସେମ୍ବର ୩୦ରେ ଶେଷ ହେବ। ଏହାପୂର୍ବରୁ ଶୀତକାଳୀନ ବିଧାନସଭାର ସମୟରେ ସୁରକ୍ଷା ଓ ନିରାପତ୍ତାକୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷା ଯୋଜନା କାର୍ଯ୍ୟକାରୀ କରାଯାଇଛି। ବିଧାନସଭା ଚତୁଃପାର୍ଶ୍ୱରେ ୨୮ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ…