ସେବାୟତ କୂଳର ନିଆରା ପରମ୍ପରା, ଶିବଙ୍କ ଭଳି ବରପ୍ରାପ୍ତି ଉଦ୍ଦେଶ୍ୟରେ ପୂଜା କରନ୍ତି ‘ନେତପିଲା’
ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନେଇ ଶ୍ରୀକ୍ଷେତ୍ରର ସଂସ୍କୃତି ଓ ପରମ୍ପରା । ପୁରୀ ସେବାୟତ ସମ୍ପ୍ରଦାୟର ନେତପିଲା ହେଉଛି ଏକ ବିଶେଷ ପର୍ବ। ଶହ ଶହ ବର୍ଷର ପୁରୁଣା ଏହି ପର୍ବ। 'ନେତପିଲା' ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରର ପ୍ରତିଟି ସେବାୟତ ପରିବାରରେ ଏହା ପାଳନ ହୋଇ ଆସୁଛି । ଶାରଦୀୟ…