ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି : ୨୩ ତାରିଖ ବେଳକୁ ଅବପାତର ରୂପ ନେବା ସମ୍ଭାବନା
ଭୁବନେଶ୍ବର: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଦକ୍ଷିଣ-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ଟି ସୃଷ୍ଟି ହୋଇଛି । କ୍ରମଶଃ ଏହା ଅଧିକ ଘନୀଭୂତ ହୋଇ ୨୩ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ…