ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ଯ : ମାଘ ମାସର ପର୍ବପର୍ବାଣୀ
ଦୟାନିଧି ତ୍ରିପାଠୀଙ୍କ ସ୍ଵତନ୍ତ୍ର ଉପସ୍ଥାପନା
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ।
ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ବିଭିନ୍ନ ମାସରେ ବିଭିନ୍ନ ପର୍ବପର୍ବାଣୀ ବିଷୟରେ ଆଲୋଚନା ଜାରି ରହିଛି। ଏହି କ୍ରମରେ ଆଜି ଆଲୋଚନା କରିବା ମାଘ ମାସ ବିଷୟରେ ।
ଶ୍ରୀ ପଞ୍ଚମୀ ବା ବସନ୍ତ…