Latest Odisha News

BREAKING NEWS

‘ମହାରାଷ୍ଟ୍ର ରାଜନୀତି’ ସିନ୍ଦେ ଗୋଷ୍ଠୀର ଧମକ !

ଭୁବନେଶ୍ୱର: ଏନସିପି ନେତା ତଥା ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କୁ ନେଇ ମହାରାଷ୍ଟ୍ର ରାଜନୀତିରେ ଝଡ। ମହାରାଷ୍ଟ୍ର ରାଜନୀତିର ଅନଏକ୍ସପେକଟେଡ଼ ଚେହେରା ବୋଲି କୁହାଯାଉଥିବା ଅଜିତ ପାୱାରଙ୍କୁ ନେଇ ଖପ୍ପା ଏକନାଥ ସିନ୍ଦେ ଗୋଷ୍ଠୀ। ଅଜିତ ପାୱାର ବିଜେପିରେ ମିଶିବା…

‘କର୍ଣ୍ଣାଟକ ନିର୍ବାଚନ’ ଏବେ ମଇଦାନରେ ହେବ ଯୁଦ୍ଧ !

ଭୁବନେଶ୍ୱର: କର୍ଣ୍ଣାଟକ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପାଇଁ ୨୨୪ ଆସନ ପାଇଁ ପ୍ରମୁଖ ଦଳର ପ୍ରାର୍ଥୀ ପ୍ରାର୍ଥୀପତ୍ର ଦାଖଲ କରିବା ସହ ଚିତ୍ର ମଧ୍ଯ ସ୍ପଷ୍ଟ ହୋଇଛି। ଯେଉଁ ଆଶାୟୀମାନେ ବିଭିନ୍ନ ପ୍ରମୁଖ ଦଳରୁ ଟିକେଟ ନ ପାଇଲେ…

ରାହୁଲଙ୍କ ଟାର୍ଗେଟରେ ସେଠ ଓ ସାହେବ

ଭୁବନେଶ୍ୱର: ଆଦାନୀ ପ୍ରସଙ୍ଗରେ ରାହୁଲ ପୁଣିଥରେ ବିଜେପିକୁ ଘେରିବା ଆରମ୍ଭ କରିଛନ୍ତି। ସୁରଟ ସେସନ୍ସ କୋର୍ଟ ରାହୁଲଙ୍କ ଆବେଦନକୁ ଖାରଜ କରିଥିଲେ ମଧ୍ୟ ରାହୁଲ ଚୁପ ବସିନାହାନ୍ତି। ଯେଉଁ ପ୍ରସଙ୍ଗକୁ ନେଇ ବିଜେପିକୁ ରାହୁଲ ସଂସଦରେ ଘେରୁଥିଲେ ସେହି ପ୍ରସଙ୍ଗକୁ ବାହାରେ ବାରମ୍ବାର ଉଠାଉଛନ୍ତି।…

ନୟାଗଡ଼ ଜିଲ୍ଲାପାଳଙ୍କ ନାଁରେ ୨୫ ଲକ୍ଷ ଟଙ୍କା ଲାଞ୍ଚ ମାଗିବା ଅଭିଯୋଗ ! ହାଇକୋର୍ଟଙ୍କ ନିର୍ଦ୍ଦେଶରେ ମାମଲା ରୁଜୁ

ନୟାଗଡ଼ ଜିଲ୍ଲାପାଳ ରବୀନ୍ଦ୍ରନାଥ ସାହୁଙ୍କ ନାଁରେ ଲାଞ୍ଚ ମାଗୁଥିବା ନେଇ ଅଭିଯୋଗ । ଜଣେ ଖଣି ଲିଜଧାରୀଙ୍କ ଠାରୁ ଜିଲ୍ଲାପାଳ ୨୫ ଲକ୍ଷ ଟଙ୍କା ଲାଞ୍ଚ ମାଗୁଥିବା ନେଇ ଅଭିଯୋଗ ପରେ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଚାନ୍ଦପୁର ଥାନା ପୋଲିସ ଜିଲ୍ଲାପାଳଙ୍କ ସମେତ ୪ ଜଣଙ୍କ ନାଁରେ ମାମଲା ରୁଜୁ କରି…

ଆରଟିଆଇରେ ତଥ୍ୟ ମାଗିଲେ ବିଡିଓ ଧମକ ଦେଉଥିବା ଅଭିଯୋଗ, ଥାନାରେ ଏତଲା

ଜଗତସିଂହପୁର: ବିବାଦରେ ଜଗତସିଂହପୁର ବିଡିଓ । ଆରଟିଆଇରେ ତଥ୍ୟ ମାଗିବାରୁ ବିଡିଓ ଧମକ ଦେଉଥିବା ଅଭିଯୋଗ ହୋଇଛି । ବିଡିଓ ଜାତିଆଣ ଆକ୍ଷେପ କରିବା ଏବଂ ଅଶାଳୀନ ବ୍ୟବହାର କରିଥିବା ନେଇ ପୋଲିସ ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି ସୂଚନା ଅଧିକାର କର୍ମୀ । ସଦର ଥାନା ଟିଟିଗାଁର ଦେବେନ୍ଦ୍ର ଦାସ…

ଆସନ୍ତା ମାସରେ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର:  ଆସନ୍ତାମାସରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  ।   MSCB ୟୁନିଭର୍ସିଟି ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ମହାମହିମ ରାଷ୍ଟ୍ରପତି ।   ମେ’ ୯ରେ ଆୟୋଜିତ ହେବ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ୟୁନିଭର୍ସିଟିର ସମାବର୍ତ୍ତନ ଉତ୍ସବ । ଏହି ଉତ୍ସବରେ ଯୋଗ ଦେବା…

ରାସ୍ତା ତଳକୁ ଖସିପଡିଲା ତହସିଲଦାରଙ୍କ ଗାଡି, ୨ ଗୁରୁତର

ଜଗତସିଂହପୁର: ଜଗତସିଂହପୁରରେ ତହସିଲରଦାରଙ୍କ ଗାଡି ଦୁର୍ଘଟଣା । ଡ୍ରାଇଭରଙ୍କ ସମେତ ୩ ଜଣ ଆହତ ହୋଇଛନ୍ତି । ୨ ଜଣଙ୍କ ଅବସ୍ଥା ଗୁରୁତର ଅଛି । ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ କଟକ ବଡ ଡାକ୍ତରଖାନା ପଠାଇ ଦିଆଯାଇଛି । ମିଳିଥିବା ଖବର ଅନୁଯାୟୀ, ଅତିରିକ୍ତ ତହସିଲଦାର ଏବଂ ମୁଖ୍ୟ…

ଜଳିଗଲା ସେନାବାହିନୀ ଗାଡ଼ି; ୪ ଯବାନ ସହିଦ

 ଶ୍ରୀନଗର: ପୁଞ୍ଛ-ଜମ୍ମୁ ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା । ସେନା ଗାଡ଼ିରେ ଲାଗିଗଲା ନିଆଁ । ୪ ଯବାନ ସହିଦ । ଏହି ଦୁର୍ଘଟଣା ଭାଟା ଦୁଡିଆ ଅଞ୍ଚଳରେ ହୋଇଛି । ଖବର ପାଇ ଆର୍ମି ଅଫିସରମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ଘଟଣାର ଯାଞ୍ଚ ଚାଲିଛି । କୁହାଯାଉଛି, ଘଡଘଡି ପଡି ସେନା…

ଶରଦ ପୱାରଙ୍କୁ ଭେଟିଲେ ଗୌତମ ଅଦାନୀ; ବଢିଲା ଚର୍ଚ୍ଚା

ମୁମ୍ବାଇ:ଅଦାନୀ ଗ୍ରୁପ ଚେୟାରମ୍ୟାନ ଗୌତମ ଅଦାନୀ ଗୁରୁବାର ଏନସିପି ମୁ୍ଖ୍ୟ ତଥା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଶରଦ ପୱାରଙ୍କୁ ଭେଟିଛନ୍ତି । ପୱାରଙ୍କ ମୁମ୍ବାଇସ୍ଥିତ ବାସଭବନ ‘ସିଲଭର ଓକ’କୁ ଯାଇ ଶରଦଙ୍କୁ ଭେଟିଛନ୍ତି ଗୌତମ ଅଦାନୀ । ପ୍ରାୟ ୨ ଘଣ୍ଟା ଧରି ଉଭୟଙ୍କ ମଧ୍ୟରେ…

ବିବାହ ବନ୍ଧନରେ ଆବଦ୍ଧ ହେବେ ରାଘବ ଓ ପରିଣୀତି, ଘୋଷଣା ହେଲା ତାରିଖ

ନୂଆଦିଲ୍ଲୀ : ଖୁବ୍ ଶୀଘ୍ର ବାଜିବ ଶାହାନାଇ । ବିବାହ କରିବେ ଆମ୍ ଆଦମୀ ପାର୍ଟି ନେତା ତଥା ସାଂସଦ ରାଘବ ଚଢ଼ା ଓ ଅଭିନେତ୍ରୀ ପରିଣୀତି ଚୋପ୍ରା । ଉଭୟଙ୍କ ନିର୍ବନ୍ଧ ଶେଷ ହୋଇଥିବା ଖବର ପ୍ରଚାର ହେଉଥିବା ବେଳେ ଅକ୍ଟୋବରରେ ବିବାହ କରିବାକୁ ଯାଉଛନ୍ତି । ସୋମବାର ପରିଣୀତି ସେଲିବ୍ରିଟି…