Latest Odisha News

BREAKING NEWS

ବେଆଇନ ମଦ ଭାଟିରେ ଚଢଉ: ୧୦୦ ବୋତଲ ବିଦେଶୀ ମଦ ଜବତ, ଜଣେ ଗିରଫ

ଯାଜପୁର: ଯାଜପୁର ଅବକାରୀ ବିଭାଗକୁ ବଡ ସଫଳତା ମିଳିଛି  ।  ଦଶରଥପୁର ଥାନା ପଲ୍ଲାସାହି ରେ ନକଲି ବିଦେଶୀ ମଦ ତିଆରି ବେଳେ ଚଢାଉ କରାଯାଇଛି  । ଫଳରେ ୧୦୦ ବୋତଲ ନକଲି ବିଦେଶୀ ମଦ ଜବତ କରାଯାଇଛି  । ଏବଂ ଏହି ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି  । ଗିରଫ ଅଭିଯୁକ୍ତ ରମେଶ ଚନ୍ଦ୍ର ବେହେରାଙ୍କ…

ଗାଡ଼ି ପାର୍କିଂକୁ କେନ୍ଦ୍ରକରି ୟୁନିଟ୍-୧ ମାର୍କେଟରେ ଉତ୍ତେଜନା: ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମାର୍କେଟ ବନ୍ଦ

ଭୁବନେଶ୍ଵର: ୟୁନିଟ୍‌-୨ ମାର୍କେଟ ବିଲ୍ଡିଂ ପରେ ଏବେ ୧ ନମ୍ବର ହାଟରେ ମାର୍କେଟ ଆସୋସିଏଶନ୍‌ ଏବଂ ଭେଣ୍ଡିଂଜୋନ୍‌ ବ୍ୟବସାୟୀଙ୍କ ମଧ୍ୟରେ ବିବାଦ ଦେଖିବାକୁ ମିଳିଛି। ଫୁଟ୍‌ପାଥ୍‌ ଉପରେ ଦୋକାନ କରିଥିବା ବ୍ୟବସାୟୀମାନେ ଦୋକାନ ଆୟତ୍ତନର ଦୁଇଗୁଣ ବାହାରକୁ ଜବରଦଖଲ କରି ରଖୁଥିବାରୁ ଗ୍ରାହକମାନେ…

ହୀରାକୁଦ ଜଳଭଣ୍ଡାର ଜଳସ୍ତର ବୃଦ୍ଧି, ସ୍ଥିତି ଦେଖି ଅଧିକ ଗେଟ୍‌ ଖୋଲିବା ନିଷ୍ପତ୍ତି

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରରେ ବଢିବାରେ ଲାଗିଛି ଜଳସ୍ତର। ହୀରାକୁଦ ଜଳଭଣ୍ଡାରର ସର୍ବୋଚ୍ଚ ଜଳଧାରଣ କ୍ଷମତା ୬୩୦ ଫୁଟ୍ ହୋଇଥିବା ବେଳେ ଗୁରୁବାର ସନ୍ଧ୍ୟା ୬ଟାରେ ଜଳସ୍ତର ୬୨୯.୮୫ ଫୁଟ୍ ରହିଥିଲା। ରୁଲ୍ କର୍ଭ ଅନୁସାରେ ସେପ୍‌ଟେମ୍ବର ୩୦ କିମ୍ବା ଅକ୍ଟୋବର ୧ ତାରିଖରେ ହୀରାକୁଦ…

କୃଷି ବୈଜ୍ଞାନିକ ଏମ ଏସ୍ ସ୍ବାମୀନାଥନଙ୍କୁ ବାଲୁକା କଳାରେ ଶ୍ରଦ୍ଧାଞ୍ଜଳୀ

ପୁରୀ: ବିଶିଷ୍ଟ କୃଷି ବୈଜ୍ଞାନିକ ଏମ ଏସ ସ୍ଵାମୀନାଥନ ଙ୍କ ପରଲୋକ ଘଟିଛି  ।  ତାଙ୍କ ମୃତ୍ୟୁରେ ସାରା ଦେଶରେ ଶୋକ ର ଛାୟା ଖେଳି ଯାଇଛି। ବିଭିନ୍ନ ମହଲ ରେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ବାଲୁକା ଚିତ୍ର ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ମଧ୍ୟ ବାଲୁକା ଚିତ୍ରକଳା ମାଧ୍ୟମରେ ଏମ ଏସ୍…

ମୁହାଁମୁହିଁ ପିଟି ହେଲା ଦୁଇ ବାଇକ, ଚାଲିଗଲା ୩ ଜୀବନ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ ଭୟଙ୍କର ସଡ଼କ ଦୁର୍ଘଟଣା ।  ଆଜି ସକାଳେ  ସଡ଼କ ଦୁର୍ଘଟଣାରେ ଚାଲି ଯାଇଛି ୩ ଜୀବନ । ଆନନ୍ଦପୁର-କରଞ୍ଜିଆ ରାସ୍ତା ପଦ୍ମପୁର ଗେଟ୍‌ ନିକଟରେ ଏହି ଦୁର୍ଘଟଣା ଘଟିଛି ।  ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କାରେ ୨ ଜଣ ପୁରୁଷଙ୍କ ସମେତ  ଜଣେ…

ପବିତ୍ର ଭାଗବତ ଜନ୍ମ: ଚଳଚଞ୍ଚଳ ନୀଳକନ୍ଦରର କୋଣଅନୁକୋଣ

ପୁରୀ: ଆଜି ପବିତ୍ର ଭାଗବତ ଜନ୍ମ ଓ ଇନ୍ଦୁପୂର୍ଣ୍ଣିମା । ଭାଦ୍ରବ ମାସ ପୂର୍ଣ୍ଣିମା ତିଥିରେ ଭାଗବତ ଜନ୍ମଦିନ ରୂପେ ପାଳନ କରାଯାଏ । ଏହି ଦିନ ଜଗନ୍ନାଥ ଦାସ ଭାଗବତ ଲେଖିବା ଆରମ୍ଭ କରିଥିବା କଥାରେ ଅଛି । ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ପ୍ରତି ଗାଁ ଓ ସହର । ଏପଟେ ଭାଗବତ ଜନ୍ମ ଉପଲକ୍ଷେ ପୁରୀ…

ରାଜ୍ୟରେ ନିଅଣ୍ଟିଆ ବର୍ଷା, ୩ଟି ଜିଲ୍ଲା ସହ ସାରା ରାଜ୍ୟରେ ୩% ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର: ଉତ୍ତର-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେଲା ଲଘୁଚାପ। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି। ଆଜି କେନ୍ଦୁଝର,…

ପାକିସ୍ତାନରେ ମସ୍ଜିଦ ନିକଟରେ ଆତ୍ମଘାତୀ ବିସ୍ଫୋରଣ: ୩୪ ମୃତ

ଇସଲାମବାଦ:ପାକିସ୍ତାନର ବେଲୁଚିସ୍ତାନ ପ୍ରାନ୍ତରେ ଭୟଙ୍କର ବିସ୍ଫୋରଣ । ବିସ୍ଫୋରଣରେ ୩୪ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି । ମୃତଙ୍କ ମଧ୍ୟରେ କିଛି ପୋଲିସ କର୍ମୀ ବି ଅଛନ୍ତି । ଅନେକ ଲୋକ ଆହତ ହୋଇଛନ୍ତି । ପାକିସ୍ତାନୀ ଖବରକାଗଜ ଡନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ବିବିସି…

ଶେଷରେ କଣ୍ଟିଘାଇରୁ ମିଳିଲା ଚନ୍ଦନଙ୍କର ଶବ

ଭଦ୍ରକ: ଶେଷରେ ମିଳିଲା ଚନ୍ଦନଙ୍କ ଶବ । ନିଖୋଜ ହେବାର ୩୫ ଘଣ୍ଟା ପରେ ଭଦ୍ରକ ଜିଲ୍ଲା କଣ୍ଟିଘାଇରୁ ମିଳିଥିବା ଶବ ଚନ୍ଦନଙ୍କର ବୋଲି ପରିବାର ଲୋକେ ଚିହ୍ନଟ କରିଛନ୍ତି । ଚନ୍ଦନଙ୍କ ଭାଇ ମୃତଦେହ ତାଙ୍କ ଭାଇଙ୍କର ବୋଲି କହିବା ପରେ ସବୁ ଆଶା ଆଶଙ୍କାର ଅବସାନ ହୋଇଛି । କାନ୍ଦ ବୋବାଳିରେ…

ସୁନା ଦୋକାନରୁ ୨୫ କୋଟିର ଗହଣା ଲୁଟ ଘଟଣାର ପର୍ଦ୍ଦାଫାଶ; ୩ ଚୋର ଛତିଶଗଡରୁ ଗିରଫ

ନୂଆଦିଲ୍ଲୀ: ଦିଲ୍ଲୀର ଏକ ଜୁଏଲରୀ ଦୋକାନରୁ ୨୫ କୋଟି ଟଙ୍କାର ସୁନାଗହଣା ଲୁଟ ମାମଲାର ପର୍ଦ୍ଦାଫାଶ ହୋଇଛି । ପୋଲିସ ଛତିଶଗଡରୁ ୩ ଦୁର୍ବୃତ୍ତଙ୍କୁ ଗିରଫ କରିଛି । ଦିଲ୍ଲୀର ଜଙ୍ଗପୁରା ଅଞ୍ଚଳରୁ ରବିବାର ଦିନ ଏକ ଜୁଏଲରୀ ସପରୁ ୨୫ କୋଟି ଟଙ୍କାର ସୁନାଗହଣା ଲୁଟ ହୋଇଥିଲା । ଏହି…