ତ୍ରିପୁରାରୁ ଆସିଲା ଦୁଃଖଦ ଖବର, ମାତୃଭୂମି ପାଇଁ ପୁଣି ସହୀଦ ହେଲେ ଆଉ ଜଣେ ଓଡିଆ ଯବାନ
କଳାହାଣ୍ଡି: ତ୍ରିପୁରାରୁ ଆସିଲା ଦୁଃଖଦ ଖବର । ମାତୃଭୂମି ପାଇଁ ପୁଣି ସହିଦ ହେଲେ ଆଉ ଜଣେ ଓଡ଼ିଆ ଯବାନ । ଆସାମ ତ୍ରିପୁରାରେ କାର୍ଯ୍ୟରତ ଅବସ୍ଥାରେ ଜଣେ ଓଡ଼ିଆ ଯବାନ ସହିଦ ହୋଇଥିବା ସୂଚନା ମିଳିଛି । ସହିଦ ଯବାନ ଜଣଙ୍କ ହେଉଛନ୍ତି କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଅନ୍ତର୍ଗତ ବେଲଖଣ୍ଡି…