‘ମହାରାଷ୍ଟ୍ର ରାଜନୀତି’ ସିନ୍ଦେ ଆଉଟ ପାୱାର ଇନ !
ଭୁବନେଶ୍ୱର: ମହାରାଷ୍ଟ୍ର ରାଜନୀତିରେ ଘଡିକେ ଘୋଡା ଛୁଟୁଛି। ନିର୍ବାଚନ ପରେ ବିଜେପି ଶିବସେନା ସରକାର ଗଢିବାର ଥିଲେ ମଧ୍ୟ ଶେଷ ମୁହୂର୍ତ୍ତରେ ମହା ବିକାଶ ଅଘାଡି ମେଣ୍ଟ ସରକାର ହୋଇଥିଲା। ଶିବସେନା, କଂଗ୍ରେସ ଓ ଏନସିପି ମିଳିତ ସରକାର ଗଢ଼ିଥିଲେ।
ଏହା ପରେ ଶିବସେନାର ଏକନାଥ ସିନ୍ଦେଙ୍କ…