ଅଣ-ଅନୁସୂଚିତଙ୍କୁ ଜମି ହସ୍ତାନ୍ତର ନିଷ୍ପତ୍ତି ଉପରେ ରୋକ୍
ଭୁବନେଶ୍ବର : କ୍ୟାବିନେଟ ନିଷ୍ପତ୍ତି ଉପରେ ଲାଗିଲା ରୋକ । ଅଣ ଅନୁସୂଚିତ ଜନଜାତିଙ୍କୁ ଜମି ହସ୍ତାନ୍ତର ନିଷ୍ପତ୍ତି ସ୍ଥଗିତ ରଖିଲେ ସରକାର । ଏ ନେଇ ଟ୍ବିଟ କରି ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡି । ନଭେମ୍ବର ୧୪ ତାରିଖରେ ଜମି ହସ୍ତାନ୍ତର ନେଇ କ୍ୟାବିନେଟରେ ନିଷ୍ପତ୍ତି…