ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା ‘ମିଧିଲି’: ଜାଣନ୍ତୁ, କେଉଁଠି କରିବ ଲ୍ୟାଣ୍ଡଫଲ
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଆଜି ବାତ୍ୟା ରୂପ ନେବ । ବାତ୍ୟାର ନାଁ ରଖାଯାଇଛି 'ମିଧିଲି' । ଏହା ଉତ୍ତରପୂର୍ବ ଦିଗକୁ ଘଣ୍ଟାକୁ ୨୦ କିମି ବେଗରେ ଗତି କରୁଛି । ଏହା ବାଂଲାଦେଶ ଉପକୂଳରେ ଲାଣ୍ଡଫଲ୍ କରିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ପାଣିପାଗ ବିଭାଗ…