ସୁସ୍ମିତା ମିଞ୍ଜ ମାମଲାରେ ଆବଶ୍ୟକ ପଡ଼ିଲେ ଜିଲ୍ଲାପାଳ ତଦନ୍ତ ପରିସରଭୁକ୍ତ ହେବେ: ଏସପି
ସୁନ୍ଦରଗଡ: ରାଉରକେଲା ଏସପି ମିତ୍ରଭାନୁ ମହାପାତ୍ର କହିଛନ୍ତି ଯେ, ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ ଘଟଣାର ତଦନ୍ତରେ କାହାରିକୁ ଛଡ଼ାଯିବ ନାହିଁ, ଆବଶ୍ୟକ ପଡିଲେ ଜିଲ୍ଲାପାଳଙ୍କୁ ମଧ୍ୟ ପଚରାଉଚରା କରାଯାଇପାରେ।
ଗତ ସେପ୍ଟେମ୍ବର ୧୯ ତାରିଖରେ ରାଉରକେଲାର ଏକ ପୋଖରୀରୁ…