ସହିଦ ବାଜି ରାଉତଙ୍କୁ ଶ୍ରଦ୍ଧାଞ୍ଜଳୀ; ଉତ୍କଳ ଭାରତୀ ପକ୍ଷରୁ ଦିଲ୍ଲୀରେ ସ୍ମୃତି ସଭା
ନୂଆଦିଲ୍ଲୀ: ଭାରତବର୍ଷର ସ୍ୱାଧୀନତା ସଂଗ୍ରାମର ସର୍ବକନିଷ୍ଠ ସହୀଦ ବାଜି ରାଉତଙ୍କ ପ୍ରତି ଜାତୀୟ ରାଜଧାନୀ ନୂଆଦିଲ୍ଲୀ ଠାରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଏହି ଉପଲକ୍ଷେ ଶ୍ରୀ ନୀଳାଚଳ ସେବାସଂଘର ସହଯୋଗରେ ମାସିକ ଇଂରାଜୀ ପତ୍ରିକା ଉତ୍କଳ ଭାରତୀ ତରଫରୁ ଆୟୋଜିତ ଏକ ସ୍ମୃତି…