ପିଏମ୍ ଆବାସ ଯୋଜନା ବିବାଦ ! ବିଜେପିର ଆରୋପକୁ କାଉଣ୍ଟର କରି ଦୋଷ ଲଦିଲା ବିଜେଡି
ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନେଇ ରବିବାର ବିଜେପି ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ ଆରୋପ ଉପରେ ବିଜେଡି ପ୍ରତିକ୍ରିୟା ରଖିଛି। ବିଜେଡି ବିଧାୟକ ଅମର ପ୍ରସାଦ ଶତପଥୀ କହିଛନ୍ତି, ଡାହାଣୀ ହୋଇ ଲାଗିବା ଗୁଣିଆ ହୋଇ ଝାଡ଼ିବା ଭଳି କାମ କେନ୍ଦ୍ର ସରକାର କରୁଛନ୍ତି ।…