ମୋ ଗାଁର ପ୍ରାକୃତିକ ସୌନ୍ଦର୍ଯ୍ୟ ମତେ ସାହିତ୍ୟ-ମନସ୍କ କରାଇଲା : ପ୍ରଲିପ୍ତା ଛୋଟରାୟ
ଓଡ଼ିଆ ସାହିତ୍ୟର ଗଳ୍ପ ଓ କବିତା ବିଭାଗରେ ତାଙ୍କ ଲେଖନୀ ଖୁବ ଚଳ-ଚଞ୍ଚଳ । ଓଡ଼ିଶାର ଅନେକ ପତ୍ର-ପତ୍ରିକାରେ ତାଙ୍କ ସାହିତ୍ୟ କୃତି ପ୍ରକାଶିତ । ଓଡ଼ିଆ ସାହିତ୍ୟ ପ୍ରତି ସେ ବାଲ୍ୟକାଳରୁ ସମର୍ପିତ ।
ଓଡ଼ିଆ ସାହିତ୍ୟ ଜଗତର ‘ନବ ପ୍ରତିଭା’ ପ୍ରଲିପ୍ତା ଛୋଟରାୟଙ୍କ ସହ ‘ସ୍ୱଳ୍ପ ଆଳାପ’…