ଛଟ ପୂଜା ପାଇଁ ଓଡିଶା ଏବଂ ବିହାର ମଧ୍ୟରେ ଗଡିବ ଆଉ ଏକ ସ୍ୱତନ୍ତ୍ର ଟ୍ରେନ୍
ଭୁବନେଶ୍ଵର: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । ଚଳିତ ବର୍ଷ ଛଟ୍ ପୂଜା ପୂର୍ବରୁ ଘରେ ପହଞ୍ଚିବେ ଲୋକେ । ନିୟମିତ ଟ୍ରେନରେ ଯାତ୍ରୀମାନଙ୍କର ଅତିରିକ୍ତ ଭିଡ଼କୁ ଦୃଷ୍ଟିରେ ରଖି ଏବଂ ଯାତ୍ରୀମାନଙ୍କ ସୁବିଧା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଛଟ ପୂଜା ପାଇଁ ଓଡିଶା ଓ ବିହାର ମଧ୍ୟରେ ଆଉ ଏକ…