ରାଜରାଜେଶ୍ୱରୀ ବେଶରେ ଦର୍ଶନ ଦେଲେ ମା’ ଭଦ୍ରକାଳୀ
ଭଦ୍ରକ: ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ଆଜି ତୃତୀୟ ଦିନ । ଗତକାଲି ମହାକାଳୀ ବେଶୀରେ ଦର୍ଶନ ଦେଇଥିବା ବେଳେ ଆଜି ମା’ ରାଜରାଜେଶ୍ଵରୀ ବେଶରେ ଭକ୍ତ ମାନଙ୍କୁ ଦର୍ଶନ ଦେଉଛନ୍ତି । ଏଇ ବେଶ ଦର୍ଶନ କଲେ ଅପାର କରୁଣା ଲାଭ ହେବା ସହିତ ସମସ୍ତ ମନୋସ୍କାମନା ପୂର୍ଣ୍ଣ ହୋଇଥାଏ ବୋଲି ବିଶ୍ଵାସ…