ଭାରତୀୟ ବାୟୁସେନାର କାର୍ଗୋ ବିମାନ ଦୁର୍ଘଟଣାଗ୍ରସ୍ତ, ପାଇଲଟଙ୍କ ମୃତ୍ୟୁ ଆଶଙ୍କା
ଜୋରହାଟ: ଆସାମର ଜୋରହାଟ ବାୟୁସେନା ଷ୍ଟେସନରେ ଲ୍ୟାଣ୍ଡିଂ ସମୟରେ ଏକ ଭାରତୀୟ ବାୟୁସେନା AN-32 କାର୍ଗୋ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏୟାରବେସରେ ଅବତରଣ କରିବାକୁ ଚେଷ୍ଟା କରିବା ସମୟରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଛି।
ପ୍ରାରମ୍ଭିକ ସୂଚନା ଅନୁଯାୟୀ, ଏହା ସାମରିକ ତଥା…