Latest Odisha News

BREAKING NEWS

ବିଷୁବ ସଂକ୍ରାନ୍ତି ବନାମ ଦଣ୍ତ ପାଟୁଆ ପର୍ବ

ଲକ୍ଷ୍ମଣ ସାହୁଙ୍କ ନିୟମିତ ସ୍ତମ୍ଭ ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଇଛି । ଏହା ସାଧାରଣତଃ ଅପ୍ରେଲ ୧୪ (ବୈଶାଖ ୧) ତାରିଖରେ ପଡ଼େ । ଏହି ଦିନଠାରୁ ବସନ୍ତ ଋତୁର ଶେଷ ଓ ଗ୍ରୀଷ୍ମ ଋତୁର ଆରମ୍ଭ ହୋଇଥାଏ । ତେଣୁ…

୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧,୧୦୯ କରୋନା ପଜିଟିଭ୍; ଗତ ୭ ମାସରେ ସର୍ବାଧିକ

ନୂଆଦିଲ୍ଲୀ: ଗତ ୩ ଦିନ ହେଲା ଦେଶରେ ଦୈନିକ କରୋନା ସଂକ୍ରମଣ ୧୦ ହଜାର ଉପରେ ରହୁଛି। ଦିନକୁ ଦିନ ବଢ଼ୁଥିବା ଦୈନିକ ସଂକ୍ରମଣ ଚିନ୍ତାରେ ପକାଇଲାଣି। ଆଜି ମଧ୍ୟ ଦେଶରେ ୧୧,୧୦୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଯାହା ଗତ ୭ ମାସରେ ସର୍ବାଧିକ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଦେଇଛି।…

ମହାବିଷୁବ ସଂକ୍ରାନ୍ତି

ରାଜଲକ୍ଷ୍ମୀ ତ୍ରିପାଠୀଙ୍କ ଆଲେଖ୍ୟ ଆମର କୃଷିଭିତ୍ତିକ ସମାଜ ଓ ସଂସ୍କୃତି ଯୁଗେ ଯୁଗେ ଧର୍ମ ଓ ଆଧ୍ୟାତ୍ମିକ ବିଶ୍ୱାସ ଭିତରେ ଗତି କରି ଆସିଛି ଓ ବିଭିନ୍ନ ତିଥିକୁ ନେଇ ଭିନ୍ନ ପ୍ରକାର ପର୍ବ ପର୍ବାଣି ଓ ଓଷା ବ୍ରତ ସୃଷ୍ଟି କରିଛି। କୃଷିପ୍ରଧାନ ଅଞ୍ଚଳରେ ସୂର୍ଯ୍ୟଙ୍କର ଗତିକୁ ଲକ୍ଷ୍ୟ…

ରାଜ୍ୟରେ ବଢୁଛି କରୋନା ଭୟ:ଦୖେନିକ ସଂକ୍ରମଣ ୨୦୦ ଟପିଲା, ଜଣେ ମୃତ

ଭୁବନେଶ୍ୱର: କାୟା ବିସ୍ତାର କରୁଛି କରୋନା । ଦେଶରେ ବି ରାଜ୍ୟରେ ବି । ରାଜ୍ୟରେ କୋଭିଡ ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଛି ।  ଗତ ୨୪ ଘଣ୍ଟାରେ ନୂଆ ୨୫୮ ପଜିଟିଭ ଚିହ୍ନଟ ହୋଇଥିବାବେଳେ  କରୋନାରେ ଆକ୍ରାନ୍ତ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ସ୍ୱାସ୍ଥ୍ୟ ମନ୍ତ୍ରାଳୟ…

ଘନଉଛି ଗେହଲଟ-ପାଇଲଟ ବିବାଦ: ଏବେ ଭରସା କମଲନାଥ

ନୂଆଦିଲ୍ଲୀ: ଘନଉଛି ରାଜସ୍ଥାନ ରାଜନୈତିକ ବିବାଦ । ଗେହଲଟ-ପାଇଲଟ ବିବାଦ ବରିଷ୍ଠ ନେତାଙ୍କ ନିଦ ହଜାଇ ଦେଲାଣି । ପଞ୍ଜାବ ପରି ପରାଜୟକୁ ଏଡାଇବା ପାଇଁ ଦଳ ଏବେ ଭରସା କରିଛି କମଲନାଥଙ୍କୁ । କଂଗ୍ରେସର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ମଧ୍ୟସ୍ଥତାରେ…

ଗ୍ରୀଷ୍ମ ପ୍ରବାହ ଯୋଗୁ ଚାଷୀମାନଙ୍କ ପାଇଁ ହେଲ୍ପ ଲାଇନ୍‌ ନମ୍ବର ଜାରି କଲା ଓୟୁଏଟି

ଭୁବନେଶ୍ୱର: ରାଜ୍ୟରେ ଭୟଙ୍କର ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ସ୍ୱାଭାବିକ ଠାରୁ ତାପମାତ୍ରା ୩ରୁ୪ ଡିଗ୍ରି ଅଧିକ ରହୁଛି। ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ଯୋଗୁ ଫସଲ ନଷ୍ଟ ହେବାର ଆଶଙ୍କା ଦେଖି ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱ ବିଦ୍ୟାଳୟ (ଓୟୁଏଟି) ପକ୍ଷରୁ ଚାଷୀଙ୍କ ହେଲ୍ପ ଲାଇନ୍‌ ନମ୍ବର ଜାରି…

ଓଡ଼ିଆ ନବବର୍ଷ ଉପଲକ୍ଷେ ବାଲୁକା କଳାରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ପୁରୀ : ଆଜି ହେଉଛି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ ।ଏହି ଅବସରରେ ପୁରୀ ବେଳାଭୂମିରେ ବାଲୁକା କଳା ମାଧ୍ୟମରେ ସମସ୍ତଙ୍କୁ ଓଡ଼ିଆ ନବବର୍ଷ ଶୁଭେଚ୍ଛା ଜଣାଇଛନ୍ତି ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ଏହି ବାଲୁକା କଳା ଦେଖିବାକୁ ପର୍ଯ୍ୟଟକଙ୍କ ଭିଡ ଲାଗିଛି । ପୁରୀ…

ଏପ୍ରିଲ ୧୫ରେ ଓଡ଼ିଶା ଆଇନଜୀବୀ ପରିଷଦ ନିର୍ବାଚନ: ଛୁଟି ରହିବ ସବୁ ଅଦାଲତ

ଭୁବନେଶ୍ୱର: ଏପ୍ରିଲ ୧୫ରେ ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦ ନିର୍ବାଚନ ହେବ। ରାଜ୍ୟ ଆଇନଜୀବୀ ପରିଷଦର ୨୫ଟି ସଦସ୍ୟ ପଦ ପାଇଁ ନିର୍ବାଚନ ହେବ। ଏଥିପାଇଁ ‌୩୦ଟି ଜିଲ୍ଲାରେ ବିଭିନ୍ନ ସ୍ଥାନରେ ୧୬୭ଟି ବୁଥ୍‌ କରାଯାଇଛି। ଏହି ନିର୍ବାଚନରେ କଟକରେ ୭ ହଜାର ୩୯୯ଜଣ ଓ ଭୁବନେଶ୍ୱରରେ ୪ ହଜାର ୧୪୫ଜଣ…

ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଠାରୁ ଆରମ୍ଭ କରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ଗଣେଶୀ ଲାଲ୍, କେନ୍ଦ୍ରମନ୍ତ୍ରୀ…

ପବିତ୍ର ମହାବିଷୁବ ସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ପାଳନ ହେବ ସ୍ୱତନ୍ତ୍ର ନୀତିକାନ୍ତି

ପୁରୀ : ଆଜି ହେଉଛି ପବିତ୍ର ମହାବିଷୁବ ସଂକ୍ରାନ୍ତି । ଏଥିସହ ଓଡ଼ିଆ ନବବର୍ଷ । ଏଥିପାଇଁ ଶ୍ରୀମନ୍ଦିରରେ ପାଳନ ହେବ ସ୍ୱତନ୍ତ୍ର ନୀତିକାନ୍ତି । ଓଡ଼ିଆ ନବବର୍ଷ ପାଇଁ ଚଳଚଞ୍ଚଳ ଉତ୍ସବ ମୁଖରିତ ଶ୍ରୀକ୍ଷେତ୍ର । ସକାଳ ଧୂପ ନୀତି ସରିବା ପରେ ଦକ୍ଷିଣ ଘରେ ଥିବା ଶ୍ରୀହନୁମାନଙ୍କୁ ରତ୍ନ…