ପ୍ରଦୀପ ପାଣିଗ୍ରାହୀ ବିଜେପିରେ ଯୋଗଦେବା ଚର୍ଚ୍ଚା, ସରଗରମ ହେଲା ଗଞ୍ଜାମ ରାଜନୀତି
ଭୁବନେଶ୍ୱର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ନେଇ ଗଞ୍ଜାମ ଜିଲ୍ଲା ରାଜନୀତି ସରଗରମ ହୋଇଛି। ନିକଟରେ ବିଜୁ ଜନତା ଦଳରୁ ବହିଷ୍କୃତ ହୋଇଥିବା ଏହି ନେତା ଖୁବଶୀଘ୍ର ବିଜେପିରେ ସାମିଲ ହେବେ ବୋଲି ଚର୍ଚ୍ଚା ଜୋର ଧରିଛି।
ରାଜ୍ୟପାଳ ରଘୁବର ଦାସଙ୍କ ଶପଥ ଗ୍ରହଣ ଉତ୍ସବରେ…