ରାଜ୍ୟରେ ଆଜିଠାରୁ ଆରମ୍ଭ ହେଲା ସକାଳୁଆ ସ୍କୁଲ୍, ଆବଶ୍ୟକସ୍ଥଳେ ସମୟ ପରିବର୍ତ୍ତନ କରିପାରିବେ ଜିଲ୍ଲାପାଳ
ଭୁବନେଶ୍ୱର : ଆଜି(ମଙ୍ଗଳବାର)ଠାରୁ ରାଜ୍ୟରେ ଆରମ୍ଭ ହୋଇଛି ସକାଳୁଆ ସ୍କୁଲ। ଏଣିକି ସକାଳ ୭ଟାରୁ ସାଢେ଼ ୧୧ ଟା ଯାଏ ଚାଲିବ କ୍ଲାସ୍ । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ହେଉଥିବା ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ, ସକାଳ ୭ଟାରୁ ସାଢ଼େ ୧୧ଟା ଯାଏଁ ଚାଲିବ। ପ୍ରବଳ ଖରାକୁ…