ହର୍ମୁଜ୍ ପ୍ରଣାଳୀରେ ଭାରତୀୟ ଜାହାଜ ଉପରେ ଆକ୍ରମଣ ପାଇଁ ଇରାନକୁ ଦାୟୀ କଲେ ଟ୍ରମ୍ପ, ‘ଏହା ବରଦାସ୍ତ…
ଓ୍ବାଶିଂଟନ୍: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି । ସେ ଦାବି କରିଛନ୍ତି ଯେ ତେହରାନ ହର୍ମୁଜ୍ ପ୍ରଣାଳୀ ଦେଇ ଯାଉଥିବା ଭାରତୀୟ ଜାହାଜ ଉପରେ ଏକ ବିଫଳ ଡ୍ରୋନ୍ ଆକ୍ରମଣ କରିଥିଲା ।…