ଶ୍ରୀମନ୍ଦିରରେ କାଳିଆ ଦର୍ଶନ ବେଳେ ଚାଲିଗଲା ଭକ୍ତଙ୍କ ଜୀବନ
ପୁରୀ: ଜଗା ଦର୍ଶନ ହେଲା ଶେଷ ଦର୍ଶନ। ଶ୍ରୀମନ୍ଦିରରେ ଦର୍ଶନ ବେଳେ ଅସୁସ୍ଥ ହୋଇ ଟଳି ପଡିଲେ ଭକ୍ତ ଓ ଶ୍ରୀମନ୍ଦିର ଭିତରେ ପ୍ରାଣ ହରାଇଲେ। ଉତ୍ତରପ୍ରଦେଶ ଝାନସୀର ୬୫ ବର୍ଷୀୟ ରାୟନ ପ୍ରସାଦ ସେନ୍ ମହାପ୍ରଭୁଙ୍କ ଦର୍ଶନ ପରେ ହଠାତ୍ ଅସୁସ୍ଥ ହୋଇପଡିଲେ। ତୁରନ୍ତ ତାଙ୍କୁ ସେମାନଙ୍କର ପରିବାର…