ଭାରସାମ୍ୟ ହରାଇ ମଝି ରାସ୍ତାରେ ଓଲଟିଲା ଗ୍ୟାସ୍ ଟ୍ୟାଙ୍କର , ରାସ୍ତା ସିଲ୍ କଲା ପୋଲିସ
ପାରାଦୀପ : ପାରାଦୀପ ହାତି ତେଲଟାଙ୍କି ନିକଟରେ ଅଭାବନୀୟ ଘଟଣା ଘଟିଛି । ଏକ ଏଲପିଜି ବୋଝେଇ ଟ୍ୟାଙ୍କର ମଝି ରାସ୍ତାରେ ଓଲଟି ପଡିଛି । ଟ୍ୟାଙ୍କରଟି ପାରାଦୀପ ତୈଳ ବିଶୋଧନାଗାରରୁ ଏଲପିଜି ଲୋଡ କରି ଚଣ୍ଡିଖୋଲ ଅଭିମୁଖେ ଯାଉଥିଲା । ଏତିକି ବେଳେ ମଝି ରାସ୍ତାରେ ଭାରସାମ୍ୟ ହରାଇ…