Latest Odisha News

BREAKING NEWS

ପୋଲିସର ନିଦ ହଜେଇଥିଲା ଲୁଟେରା ପାଟୁ, ଶେଷରେ ହେଲା ଗିରଫ

ପୁରୀ: ଦିର୍ଘଦିନ ଧରି ପୁରୀ ପୋଲିସର ନିଦ ହଜେଇଥିବା ଲୁଟେରା ପାଟୁ ଓରଫ ଶାହାଜାହାନ ଖାନକୁ ଗିରଫ କରିଛି ପୁରୀ ପୋଲିସ୍ । ତା’ସହ ତାର ସହଯୋଗୀ ଆନନ୍ଦ ବିଶୋଇକୁ ମଧ୍ୟ ଗିରଫ କରିଛି ପୋଲିସ । ଏନେଇ ଏକ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ପୁରୀ ଅତିରିକ୍ତ ଏସପି ସୁଶିଲ ମିଶ୍ର ।…

ବେଆଇନ ବାଣ ଗୋଦାମ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ବାଣ ଜବତ

କେନ୍ଦ୍ରାପଡା: ଆଗକୁ ଦୀପାବଳି ଆସୁଥିବା ବେଳେ ବେଆଇନ ବାଣ ଗୋଦାମ ଉପରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ବାଣ ଜବତ କରିଛି ପୋଲିସ। କେନ୍ଦ୍ରାପଡାରେ ଆଜି ବେଆଇନ ବାଣ ବ୍ୟବସାୟ ଉପରେ ଚଢାଉ କରାଯାଇଛି। ପ୍ରାଥମିକ ସୂଚନା ଅନୁଯାୟୀ, କେନ୍ଦ୍ରାପଡା ଟାଉନ ଥାନା ଅଧୀନରେ ଥିବା ସଡିପୁରରେ ଚଢାଉ କରି…

ଅଙ୍ଗନବାଡି କର୍ମୀ ଚୟନରେ ଅନିୟମିତତା: ଅଙ୍ଗନବାଡି କେନ୍ଦ୍ରରେ ତାଲା

ନୂଆପଡା: ଆଜକୁ ତିନି ଦିନ ହେବ ବନ୍ଦ ପଡିଛି ଅଙ୍ଗନବାଡି କେନ୍ଦ୍ର । ପ୍ରାକ ଶିକ୍ଷାରୁ ବଞ୍ଚିତ ହେଉଛନ୍ତି କୋମଳମତି ଶିଶୁ । ଅଙ୍ଗନବାଡି କର୍ମୀ ଚୟନରେ ଅନିୟମିତତା କାରଣରୁ ଅଙ୍ଗନବାଡି କେନ୍ଦ୍ରରେ ତାଲା ପକାଇଛନ୍ତି ଗ୍ରାମବାସୀ । ନୂଆପଡା ଜିଲ୍ଲା ଖଡିଆଳ ସମନ୍ବିତ ଶିଶୁ ବିକାଶ ବିଭାଗ…

ଜାତୀୟ ଶିକ୍ଷା ଦିବସ: କାହିଁକି ପାଳନ କରାଯାଏ, ଏହି ବିଶେଷ ଦିନର ମହତ୍ତ୍ୱ କ’ଣ?

ନୂଆଦିଲ୍ଲୀ: ଆଜି ଜାତୀୟ ଶିକ୍ଷା ଦିବସ । ପ୍ରତିବର୍ଷ ନଭେମ୍ବର ୧୧ ତାରିଖକୁ ଦେଶରେ ଜାତୀୟ ଶିକ୍ଷା ଦିବସ ଭାବରେ ପାଳନ କରାଯାଏ । ଏହି ଦିନର ଉଦ୍ଦେଶ୍ୟ ହେଉଛି ଶିକ୍ଷାର ମହତ୍ତ୍ୱ ବିଷୟରେ ସାରା ବିଶ୍ୱରେ ସଚେତନତା ସୃଷ୍ଟି କରିବା । ଭାରତର ପ୍ରଥମ ଶିକ୍ଷା ମନ୍ତ୍ରୀ ମୌଲାନା ଅବୁଲ କଲାମ…

ଶ୍ରୀମନ୍ଦିର ସମ୍ମୁଖରେ କଂଗ୍ରେସର ବିଶାଳ ସଂକୀର୍ତ୍ତନ ସତ୍ୟାଗ୍ରହ

ପୁରୀ: ପୁରୀ ଶ୍ରୀମନ୍ଦିର ସମ୍ମୁଖରେ କଂଗ୍ରେସର ବିଶାଳ ସଂକୀର୍ତ୍ତନ ସତ୍ୟାଗ୍ରହ । ଅଭିନବ ଢଙ୍ଗରେ ସତ୍ୟାଗ୍ରହ କରିଛନ୍ତି କଂଗ୍ରେସ କର୍ମୀ । ଶହ ଶହ କର୍ମୀ ଏହି ସତ୍ୟାଗ୍ରହରେ ସାମିଲ ହେବା ସହ ଶ୍ରୀମନ୍ଦିର ସମ୍ମୁଖରେ ସଂକୀର୍ତ୍ତନ କରୁଥିବା ଦେଖିବାକୁ ମିଳିଛି । ରାଜ୍ୟବ୍ୟାପି ଚାଲିଥିବା ଏହି…

ମାନବ ଚାଲାଣ ମାମଲାରେ ୧୦ଟି ରାଜ୍ୟରେ ଏନଆଇଏର ଚଢ଼ଉ, ୪୪ ଗିରଫ

ନୂଆଦିଲ୍ଲୀ: ମାନବ ଚାଲାଣ ମାମଲାରେ ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନ୍ଆଇଏ ) ୧୦ଟି ରାଜ୍ୟରେ ଚଢାଉ କରି ୪୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏନଆଇଏ ମୁଖପାତ୍ର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ମାନବ ଚାଲାଣ ନେଟୱାର୍କକୁ ଭାଙ୍ଗିବା ପାଇଁ ଏନଆଇଏ ବିଏସଏଫ ଏବଂ ରାଜ୍ୟ ପୋଲିସର ମିଳିତ…

‘କଂଗ୍ରେସ ଯେଉଁଠି ଆସିଛି ସେଠାରେ ବିନାଶ ଆଣିଛି’

ଭୋପାଳ: ମଧ୍ୟପ୍ରଦେଶରେ ଜୋରଦାର ଚାଲିଛି ବିଧାନସଭା ନିର୍ବାଚନୀ ପ୍ରଚାର । ଏନେଇ ଆଜି ସତନାରେ ପହଞ୍ଚି ଏକ ବିଶାଳ ଜନସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ସମୟରେ ସେ କଂଗ୍ରେସ ଉପରେ ବର୍ଷିଛନ୍ତି । ମୋଦି କହିଛନ୍ତି ଯେ ଆଜି ସାରା ବିଶ୍ୱରେ ଭାରତର ସ୍ୱର…

ଗୁମ୍ଫା ଭିତରୁ ମାଓବାଦୀଙ୍କ ବିପୁଳ ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିରି: BSF ଯବାନଙ୍କୁ ବଡ଼ ସଫଳତା । ମାଓ ଯୋଜନା ପଣ୍ଡ କରିଛନ୍ତି BSF ଯବାନ । ମାଲକାନଗିରି ଜିଲ୍ଲା ଦ୍ୱିତୀୟ ବାଟାଲିୟନ ବି.ଏସ୍‌ଏଫ ଦ୍ୱାରା ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ । ସୁରକ୍ଷା କର୍ମୀଙ୍କୁ ଟାର୍ଗେଟ କରିବା ପାଇଁ ମାଓବାଦୀ ଯୋଜନା କରିଥିବା ନେଇ ସୂଚନା । ଏବେବି BSF…

ସାରା ବିଶ୍ଵରେ ମହକିବ ମାଣ୍ଡିଆର ବାସ୍ନା, ଉଦଘାଟିତ ହେଲା ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ

ଭୁବନେଶ୍ଵର: ଭୁବନେଶ୍ବରରେ ଆଜିଠାରୁ ଆରମ୍ଭ ହୋଇଛି ଦୁଇ ଦିନିଆ ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ । ଜନତା ମଇଦାନରେ ଏହାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅନ୍ତର୍ଜାତୀୟ ସମ୍ମିଳନୀର ବିଷୟବସ୍ତୁ ରହିଛି ‘ଆଧୁନିକ ଯୁଗର ଆହ୍ୱାନ ନିମନ୍ତେ ପ୍ରାଚୀନ ଶସ୍ୟ-ମିଲେଟସ୍’ ।…

ହସ୍ପିଟାଲ ପ୍ରିନ୍ସିପାଲଙ୍କ ଘରେ ଭିଜିଲାନ୍ସ ଚଢଉ: ୧୬ଟି ପ୍ଲଟ, ୩ଟି ବହୁତଳ କୋଠା ସହ ୫୦ ଲକ୍ଷ ଠାବ

ବଲାଙ୍ଗିର: ସରକାରୀ ଆୟୁର୍ବେଦିକ ହସ୍ପିଟାଲ ପ୍ରିନ୍ସିପାଲ ପ୍ରଫେସର ସୁଦର୍ଶନ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ଼ ବିପୁଳ ପରିମାଣର ସମ୍ପତ୍ତି ଠାବ ହୋଇଛି। ଅଧ୍ୟକ୍ଷଙ୍କର ପୁରୀ ଜିଲ୍ଲାରେ ୧୬ଟି ପ୍ଲଟ ସହ ୩ଟି ବହୁତଳ କୋଠା ଏବଂ ୫୦ ଲକ୍ଷ ଟଙ୍କା ଠାବ କଲା ଭିଜିଲାନ୍ସ। ସୂଚନା ଅନୁସାରେ ଆୟ…