Latest Odisha News

BREAKING NEWS

ଜାତୀୟ ରାଜପଥ ପ୍ରଶସ୍ତିକରଣ ଅବହେଳା ପ୍ରତିବାଦରେ ୧୨ଘଣ୍ଟିଆ ରାସ୍ତା ଅବରୋଧ

ସୋନପୁର: ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ନିକଟ ୨୬ ନମ୍ବର ଜାତୀୟ ରାଜପଥ ଅବରୋଧ । ଜାତୀୟ ରାଜପଥର ପ୍ରଶସ୍ତିକରଣ ଅବହେଳା ପ୍ରତିବାଦରେ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସଚେତନ ନାଗରିକ କମିଟି ପକ୍ଷରୁ ୧୨ ଘଣ୍ଟିଆ ବରଗଡ଼ ବୋରିଗୁମା ରାସ୍ତାର  ଡୁଙ୍ଗୁରିପାଲି ଠାରେ  ୨୬ ନମ୍ବର…

ଶାହାରୁଖଙ୍କୁ ହତ୍ୟା ଧମକ : ଓ୍ବାଇ ପ୍ଲସ୍ ସୁରକ୍ଷା ପ୍ରଦାନ କଲେ ମହାରାଷ୍ଟ୍ର ସରକାର

ମୁମ୍ବାଇ: ବଢିଲା ଶାହାରୁଖଙ୍କ ସୁରକ୍ଷା  । ବଲିଉଡ୍ ଅଭିନେତା ଶାହାରୁଖ ଖାନଙ୍କୁ ଓ୍ବାଇ ପ୍ଲସ୍ ସୁରକ୍ଷା ପ୍ରଦାନ କରାଯାଇଛି । ସୁରକ୍ଷା ବୃଦ୍ଧି କରି ଓ୍ବାଇ ପ୍ଲସ୍ ଦେଲେ ମହାରାଷ୍ଟ୍ର ସରକାର  । ହତ୍ୟା ଧମକ ମିଳିବା ନେଇ ଶାହାରୁଖ ସରକାରଙ୍କୁ ଜଣାଇଥିଲେ । ପଠାନ୍, ଜଓ୍ବାନ ଫିଲ୍ମରେ ଅଭିନୟ…

ଫସଲ ଜଗିବାକୁ ମଞ୍ଚାରେ ଶୋଇଥିଲେ ବ୍ୟକ୍ତି, ବେକ କାଟିଦେଲା ଦୁର୍ବୃତ୍ତ

ଅନୁଗୁଳ: ଅନୁଗୁଳ ଜିଲ୍ଲା ପୁରୁଣାକୋଟ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ। ଫସଲ ଜଗିବାକୁ ମଞ୍ଚାରେ ଶୋଇଥିବା ବ୍ୟକ୍ତିଙ୍କ ତଣ୍ଟି କାଟିଦେଲା ଦୁର୍ବୃତ୍ତ । କେହି କିଛି ଜାଣିବା ପୂର୍ବରୁ ଘଟଣାସ୍ଥଳରୁ ଚମ୍ପଟ ମାରିଛି ଅଭିଯୁକ୍ତ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା…

ଆଜି ବାଜିବ ୫ ରାଜ୍ୟର ବିଧାନସଭା ନିର୍ବାଚନୀ ବିଗୁଲ, ତାରିଖ ଘୋଷଣା କରିବେ EC

ନୂଆଦିଲ୍ଲୀ: ଆଜି ବାଜିବ ୫ ରାଜ୍ୟର ବିଧାନସଭା ନିର୍ବାଚନୀ ବିଗୁଲ, ତାରିଖ ଘୋଷଣା କରିବେ EC । ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ, ତେଲେଙ୍ଗାନା ଏବଂ ମିଜୋରାମରେ ବିଧାନସଭା ନିର୍ବାଚନର ତାରିଖ ଆଜି ଘୋଷଣା କରାଯିବ। ଏ ସମ୍ପର୍କରେ ନିର୍ବାଚନ ଆୟୋଗ ଆଜି ଦିନ ୧୨ଟାରେ ଏକ ସାମ୍ବାଦିକ ସମ୍ମିଳନୀ…

କବିତା : ତୃଷା

ମଞ୍ଜୁ ରାଣୀ ବେହେରା ନିରାଶାର ଧୂ ଧୂ ମରୁବାଲିରେ ଆଉ ପରିତ୍ଯକ୍ତ ଏକ ଜୀବନ ଅନେକ ଭାବନାର କୋଳାହଳ ସତ୍ୱେ ଚାରିଆଡ଼େ ନିସ୍ତବ୍ଧ ପୁରା ଶୂନଶାନ । ଆଞ୍ଜୁଳାଏ ଅସହାୟତାର କିଛି ଥକ୍କାପଣ ଆଉ ଅତୀତର ସେଇ ଅଫେରା ମୂହୂର୍ତ୍ତରୁ କିଛି ଆହତ ସ୍ୱପ୍ନର ମୃଦୁ ଗୁଞ୍ଜରଣ। ବାସ୍, କିଛି ଦୂର…

ଗୋପବନ୍ଧୁ ଜୟନ୍ତୀ : ନିଃସ୍ବାର୍ଥ ସେବାର ମୂର୍ତ୍ତିମନ୍ତ ବିଗ୍ରହ ଉତ୍କଳମଣୀ

“ମିଶୁ ମୋର ଦେହ ଏ’ ଦେଶ ମାଟିରେ ଦେଶବାସୀ ଚାଲି ଯାଆନ୍ତୁ ପିଠିରେ, ଦେଶର ସ୍ଵରାଜ୍ୟ ପଥେ ଯେତେ ଗାଢ଼ ପୁରୁ ତହିଁ ପଡି ମୋର ମାଂସ ହାଡ଼” – ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଭୁବନେଶ୍ଵର: ଆଜି ଉତ୍କଳମଣି ଗୋପବନ୍ଧୁ ଦାସଙ୍କର ଜନ୍ମଜୟନ୍ତୀ । ଦିନଦରିଦ୍ରଙ୍କ ସେବାରେ ନିଜ…

ଭାଷା ଭାଗବତ : ସମ୍ମାନ ପାଇଁ

ପ୍ରଫୁଲ୍ଲ ତ୍ରିପାଠୀଙ୍କ ନିୟମିତ ବିଭାଗ ‘ଭାଷା ଭାଗବତ’ ସମ୍ମାନ ପାଇଁ ଦରଖାସ୍ତ କରିଲେ ଲେଖକ ସମସ୍ତ ସାହିତ୍ୟ-ରବି ହେବ ଅସ୍ତ କିଂତୁ କେହି ନୁହଂତି ବ୍ୟସ୍ତ ମଂଦ କବି ହିଁ ଯଶପ୍ରାର୍ଥୀ ଏ କଥା ସଭିଏଁ ଜାଣଂତି ରଚନା ପରା ଉପହାର ସମ୍ମାନ ନୁହେ ଦରକାର ଲେଖକେ ପାଇଲେ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ଯ : ଆଷାଢ଼ର ପର୍ବପର୍ବାଣୀ

ଦୟାନିଧି ତ୍ରିପାଠୀଙ୍କ ସ୍ଵତନ୍ତ୍ର ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଗୋଟିଏ ବର୍ଷ ମଧ୍ୟରେ ପାଳିତ ହେଉଥିବା ବିଭିନ୍ନ ପର୍ବପର୍ବାଣୀ ବିଷୟରେ ମାସ ଅନୁସାରେ ଆଲୋଚନା ଜାରି ରହିଛି। ସେହି କ୍ରମରେ ଆଜି ଆଲୋଚନା କରିବା ଆଷାଢ଼ ମାସ…

ରୂପି ସମସ୍ୟାକୁ ନେଇ ଚିନ୍ତିତ କି? ତେବେ ଆପଣାନ୍ତୁ ଏହି ସବୁ ଘରୋଇ ଉପାୟ

ଭୁବନେଶ୍ଵର: ଶୀତଦିନ ଆସିଗଲାଣି। ଶୀତ ଆସିଲେ ଅତ୍ୟଧିକ ଥଣ୍ଡା ହେତୁ ଅନେକ ପ୍ରକାରର ତ୍ୱଚା ଓ କେଶ ଜନିତ ସମସ୍ୟା ଦେଖାଦିଏ। ଏଥିସହ ଶୀତ ଦିନର ସବୁଠୁ ବଡ଼ ସମସ୍ୟା ହେଉଛି ରୂପି ବା ଡାଣ୍ଡ୍ରଫ୍ । ଦେଖିବାକୁ ଗଲେ ରୂପି ଏକ ସାଧାରଣ ସମସ୍ୟା । ହେଲେ ଶୀତଦିନେ ଏହା ଅଧିକ ପରିମାଣରେ ଦେଖାଦେଇଥାଏ।…

ବାୟୁସେନା ଦିବସରେ ରିଲିଜ ହେଲା ‘ତେଜସ’ର ଟ୍ରେଲର

ମୁମ୍ବାଇ: ବଲିଉଡର କୁଇନ କଙ୍ଗନା ରାନାୱତ ତାଙ୍କର ଆଗାମୀ ଫିଲ୍ମ ‘ତେଜସ’କୁ ନେଇ ଖୁବ୍ ବ୍ୟସ୍ତ । ବାୟୁସେନା ଦିବସ ଅବସରରେ ତାଙ୍କ ଫିଲ୍ମ ତେଜସ୍‌ର ଟ୍ରେଲର ରିଲିଜ ହୋଇଯାଇଛି । ଝିଜର ବଡ ପରଦାରେ ଆସିବା ପାଇଁ ଆକ୍ସନ ଏବଂ ରୋମାଞ୍ଚକର ଝଲକ ଦେଖାଇଛି । ଏହା ସମଗ୍ର ଦେଶରେ ଦର୍ଶକଙ୍କ ଉତ୍ସାହ…