ମିଷ୍ଟ୍ରି ଗର୍ଲଙ୍କ ସହ ସଲମାନ, ଫଟୋ କଲେ ସେୟାର
ମୁମ୍ବାଇ: ବଲିଉଡର ଭାଇଜାନ ସଲମାନ ଖାଁଙ୍କ ଏକ ଫଟୋ ଏବେ ସୋସିଆଲ ମିଡ଼ିଆରେ ଘୂରି ବୁଲୁଛି, ଯାହାକୁ ନେଇ ଚର୍ଚ୍ଚା ଜୋର ଧରିଛି । କାରଣ ଏହି ଫଟୋରେ ସେ ଜଣେ ମିଷ୍ଟ୍ରି ଗର୍ଲଙ୍କ ସହ ନଜର ଆସିଛନ୍ତି । ନିକଟରେ ସଲମାନ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏହି ଫଟୋ ସେୟାର କରିଛନ୍ତି । ଏହି ଫଟୋରେ…